Tag: Acting Chief Justice

Bibhu Prasad Routray Appointed as Acting Chief Justice: ଓଡ଼ିଶା ହାଇକୋର୍ଟର କାର୍ଯ୍ୟବାହୀ ମୁଖ୍ୟ ବିଚାରପତି ଦାୟିତ୍ୱ ତୁଲାଇବେ ଜଷ୍ଟିସ ବିଭୂ ପ୍ରସାଦ ରାଉତରାୟ

ଓଡ଼ିଶା ହାଇକୋର୍ଟର କାର୍ଯ୍ୟବାହୀ ମୁଖ୍ୟ ବିଚାରପତି ଦାୟିତ୍ୱ ନେବାକୁ ଯାଉଛନ୍ତି ବରିଷ୍ଠତମ ବିଚାରପତି ଜଷ୍ଟିସ୍ ବିଭୁ ପ୍ରସାଦ ରାଉତରାୟ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ନିଯୁକ୍ତି ପ୍ରଦାନ କରିଥିବା ନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ଭାବେ…