ତାଜା ଖବର ରାଜ୍ୟ ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କଲେ ରାଜ୍ୟପାଳ July 23, 2025 Nirvay ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମ୍ପତି । ଏନେଇ ଆଡଭୋକେଟ୍ ଜେନେରାଲ୍ ପୀତାମ୍ବର ଆଚାର୍ଯ୍ୟ ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କରିଛନ୍ତି । ଆଗକୁ ନୂଆ କୁଳପତି ନିଯୁକ୍ତି ନେଇ ନୂଆ ଅଧ୍ୟାଦେଶ ଅଣାଯିବ ।…