Tag: Actor

ସୁପରଷ୍ଟାର ମିଥୁନଙ୍କୁ ମିଳିବ ଦାଦା ସାହେବ ଫାଲକେ ଆୱାର୍ଡ

ଅଭିନେତା ତଥା ରାଜନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ଦାଦା ସାହେବ ଫାଲକେ ଆୱାର୍ଡ ପ୍ରଦାନ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘୋଷଣା କରିଛନ୍ତି। ଶ୍ରୀ ବୈଷ୍ଣବ ସୋସିଆଲ ମିଡ଼ିଆ ପୋଷ୍ଟ ଏକ୍ସରେ ଲେଖିଛନ୍ତି, ଅକ୍ଟୋବର ୮ରେ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର…