ତାଜା ଖବର ରାଜ୍ୟ Ratha Jatra: ଆସନ୍ତାକାଲି ସନ୍ଧ୍ୟା ସମୟରେ ହେବ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଆଡପ ବିଜେ ନୀତି: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ July 17, 2026 Papirani ଶରଧାବାଲିରେ ୩ ରଥ । ଶରଧାବାଲିରେ ୱାନ ୱେ ଦର୍ଶନ ବ୍ୟବସ୍ଥା ନେଇ ଆଜି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ସେ କହିଛନ୍ତି ଆସନ୍ତାକାଲି ସନ୍ଧ୍ୟା ସମୟରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଆଡପ ବିଜେ ନୀତି । ଚତୁର୍ଦ୍ଧା ମୂର୍ତ୍ତିଙ୍କୁ…