Tag: Additional Chief Secretary Rank

Arabinda Padhee Promoted To ACS: ଅରବିନ୍ଦ ପାଢ଼ୀଙ୍କୁ ଅତିରିକ୍ତ ମୁଖ୍ୟ ସଚିବ ପଦବୀକୁ ପଦୋନ୍ନତି

କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ କୁମାର ପାଢ଼ୀଙ୍କୁ ଓଡ଼ିଶାରେ ଅତିରିକ୍ତ ମୁଖ୍ୟ ସଚିବ (ACS) ପଦବୀକୁ ପଦୋନ୍ନତି ଦିଆଯାଇଛି । ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ…