ତାଜା ଖବର ରାଜ୍ୟ Adivasi Mela 2026: ଆଜିଠୁ ଆରମ୍ଭ ଆଦିବାସୀ ମେଳା; ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ January 26, 2026 Papirani ରାଜଧାନୀ ଭୁବନେଶ୍ୱରରେ ଆଜିଠାରୁ ଆରମ୍ଭ ହୋଇଛି ବହୁ ପ୍ରତୀକ୍ଷିତ ଆଦିବାସୀ ମେଳା ୨୦୨୬ । ଆଦିବାସୀ ପ୍ରଦର୍ଶନୀ ପଡିଆରେ ଆୟୋଜିତ ଏହି ମେଳା ୨୬ ଜାନୁଆରୀରୁ ୫ ଫେବୃଆରୀ ପର୍ଯ୍ୟନ୍ତ ଚାଲିବ । ଆଜି ଆଦିବାସୀ ମେଳା ୨୦୨୬ ଉଦଘାଟନ ଅବସରରେ…