Tag: adjourned

Odisha Assembly: ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହେଲା ଶୀତକାଳୀନ ଅଧିବେଶନ; ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ ମୁଲତବୀ

ଶେଷ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ। ଅନିର୍ଦ୍ଧିଷ୍ଟ କାଳ ପାଇଁ ଗୃହକୁ ମୁଲତବୀ ଘୋଷଣା କଲେ ବାଚସ୍ପତି। ମଙ୍ଗଳବାର ଦିନ ମାତ୍ର ୧୧ କାର୍ଯ୍ୟ ଦିବସ ସମାପ୍ତ ହେବା ପରେ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ…