ରାଜ୍ୟ ରାଜ୍ୟ ସରକାରଙ୍କ ଦ୍ୱାରା ଓଡିଶା ଦୁଃସାହସିକ ପର୍ଯ୍ୟଟନ ନିର୍ଦ୍ଦେଶାବଳୀ ଚୁଡାନ୍ତ May 20, 2025 Nirvay ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଓଡିଶା ଦୁଃସାହସିକ ପର୍ଯ୍ୟଟନ ନିର୍ଦ୍ଦେଶାବଳୀ-୨୦୨୫ (Odisha Adventure Tourism Guidelines-2025) କୁ ଚୁଡାନ୍ତ କରାଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅନ୍ୟାନ୍ୟ କ୍ଷେତ୍ର…