ଦେଶ ରାଜ୍ୟ ଚାନ୍ଦିପୁରରେ ଅଗ୍ନି-୧ ଓ ପୃଥ୍ୱୀ-୨ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ July 18, 2025 Nirvay ଭାରତକୁ ମିଳିଛି ଦୁଇ ଦୁଇଟି ବଡ଼ ସଫଳତା । ଓଡ଼ିଶାର ଚାନ୍ଦିପୁରସ୍ଥିତ ପରୀକ୍ଷଣ କେନ୍ଦ୍ରରୁ ସ୍ୱଳ୍ପ ଦୂରଗାମୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ପୃଥ୍ୱୀ-୨ ଏବଂ ଅଗ୍ନି-୧ର ସଫଳ ପରୀକ୍ଷଣ କରାଯାଇଛି । ଅବଦୁଲ କଲାମ ଦ୍ୱୀପରୁ ପୃଥ୍ୱୀ-୨ ଏବଂ ଅଗ୍ନି-୧ ପ୍ରାଇମ ମିଜାଇଲ୍ର…