Tag: AICC

New NSUI State President: ବିଭୂତି ଭୂଷଣ ମହାପାତ୍ର ହେଲେ ଓଡ଼ିଶା ଛାତ୍ର କଂଗ୍ରେସ ସଭାପତି

ଓଡ଼ିଶା ଛାତ୍ର କଂଗ୍ରେସ ସଭାପତିଙ୍କ ନାଁ ଘୋଷଣା କଲା AICC । ବିଭୂତି ଭୂଷଣ ମହାପାତ୍ର ହେଲେ ଓଡ଼ିଶା ଛାତ୍ର କଂଗ୍ରେସ ସଭାପତି । ଛାତ୍ର ଶାଖା ନେତୃତ୍ୱକୁ ସୁଦୃଢ଼ କରିବା ପାଇଁ ଏକ ଦ୍ରୁତ ପଦକ୍ଷେପ ସ୍ୱରୂପ, ଅଖିଳ ଭାରତ…

Congress Leadership Reshuffle: ଲାଲଜୀ ଦେଶାଇ ହେଲେ ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ

ବଦଳିଲେ ଓଡ଼ିଶା କଂଗ୍ରେସ ପ୍ରଭାରୀ । ବରିଷ୍ଠ କଂଗ୍ରେସ ନେତା ଲାଲଜୀ ଦେଶାଇ ଓଡ଼ିଶାର ହେଲେ ନବ ନିଯୁକ୍ତ ପ୍ରଭାରୀ । ବରିଷ୍ଠ କଂଗ୍ରେସ ନେତା ଲାଲଜୀ ଦେଶାଇଙ୍କୁ ଅଜୟ ଲାଲୁଙ୍କ ସ୍ଥାନରେ ଓଡ଼ିଶାର AICC ପ୍ରଭାରୀ ଭାବରେ ନିଯୁକ୍ତ କରାଯାଇଛି।

Congress Star Campaigners: ନୂଆପଡା ଉପନିର୍ବାଚନ, ୪୦ ଜଣିଆ ଷ୍ଟାର ପ୍ରଚାରକ ଘୋଷଣା କଲା କଂଗ୍ରେସ

ନୂଆପଡ଼ା ଉପନିର୍ବାଚନ ପାଇଁ ଅଖିଳ ଭାରତ କଂଗ୍ରେସ କମିଟି (AICC) ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ଘୋଷଣା କରିଛି । ପ୍ରଚାର ଦଳରେ ପ୍ରମୁଖ ନାମ ମଧ୍ୟରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ, ପୂର୍ବତନ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ,…

୩୫ ସାଙ୍ଗଠନିକ ଜିଲ୍ଲା ସଭାପତି ନାମ ଘୋଷଣା କଲା କଂଗ୍ରେସ

ଭାରତୀୟ ଜାତୀୟ କଂଗ୍ରେସ ଓଡ଼ିଶାର ସମସ୍ତ ୩୫ ଟି ସାଙ୍ଗଠନିକ ଜିଲ୍ଲା ପାଇଁ ଜିଲ୍ଲା କଂଗ୍ରେସ ସଭାପତି ଘୋଷଣା କରିଛି । ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତିଙ୍କ ଅନୁମୋଦନ ପରେ ନୂଆ ଜିଲ୍ଲା ସଭାପତିଙ୍କୁ ନିଯୁକ୍ତି ଦିଆଯାଇଛି । ଆଗକୁ…

ଦିଲ୍ଲୀରେ ବସିଲା ଏଆଇସିସି ବୈଠକ

ଦିଲ୍ଲୀରେ ଆଜି ବସିଲା ଏଆଇସିସି ବୈଠକ । ଲୋକସଭା ନିର୍ବାଚନରେ ଭଲ ପ୍ରଦର୍ଶନ କରିବା ପରେ କଂଗ୍ରେସ ବର୍ତ୍ତମାନ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ମହାରାଷ୍ଟ୍ର, ଝାଡଖଣ୍ଡ, ହରିୟାଣାରେ ବିଧାନସଭା ନିର୍ବାଚନ ଏବଂ କେତେକ ରାଜ୍ୟରେ ଉପ-ନିର୍ବାଚନ ପାଇଁ…

ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଭାଙ୍ଗିଲା ଏଆଇସିସି

ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିକୁ ଭଙ୍ଗ କରିଛି ଅଲ ଇଣ୍ଡିଆ କଂଗ୍ରେସ କମିଟି (ଏଆଇସିସି) । ଏଆଇସିସି ସଭାପତିଙ୍କ ଅନୁମୋଦନ କ୍ରମେ ସବୁ କମିଟି ଭଙ୍ଗା ହୋଇଛି । ପିସିସି ଓ କାର୍ଯ୍ୟକାରୀ କମିଟିକୁ ମଧ୍ୟ ଭାଙ୍ଗି ଦିଆଯାଇଛି। ଜିଲ୍ଲା, ବ୍ଲକ୍‌…