ତାଜା ଖବର ରାଜ୍ୟ Odisha Announces Monthly Incentive for Aided College Principals: ବେସରକାରୀ ଅନୁଦାନପ୍ରାପ୍ତ ଅଧ୍ୟକ୍ଷମାନଙ୍କୁ ସ୍ଥାନ ଓ ପୋଷ୍ଟିଂ ଅନୁଯାୟୀ ମିଳିବ ମାସିକ ପ୍ରୋତ୍ସାହନ ରାଶି November 4, 2026 Papirani ରାଜ୍ୟର ବିଭିନ୍ନ ବେସରକାରୀ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟର ଦାୟିତ୍ୱରେ ଥିବା ଭାରପ୍ରାପ୍ତ ଅଧ୍ୟକ୍ଷମାନଙ୍କ ପାଇଁ ଖୁସି ଖବର । ସେମାନେ ଏଣିକି ସ୍ଥାନ ଓ ପୋଷ୍ଟିଂ ଅନୁଯାୟୀ ପାଇବେ ମାସିକ ପ୍ରୋତ୍ସାହନ ରାଶି । ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ…