Tag: AIIMS

Padma Shri Dr. Ashok Mahapatra Passes Away: ପରଲୋକରେ ପ୍ରଖ୍ୟାତ ସ୍ନାୟୁ ଶଲ୍ୟ ଚିକିତ୍ସକ ପଦ୍ମଶ୍ରୀ ଡାକ୍ତର ଅଶୋକ ମହାପାତ୍ର

ବିଶିଷ୍ଟ ସ୍ନାୟୁଶଲ୍ୟ ଚିକିତ୍ସକ ତଥା ପଦ୍ମଶ୍ରୀ ସମ୍ମାନିତ ଡାକ୍ତର ଅଶୋକ ମହାପାତ୍ରଙ୍କର ପରଲୋକ ଘଟିଛି। ୭୪ ବର୍ଷ ବୟସରେ ଦିଲ୍ଲୀସ୍ଥିତ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ରାତି ପ୍ରାୟ ୯ଟା ୧୫ ମିନିଟରେ ତାଙ୍କର ଦେହାନ୍ତ…

AIIMS Bhubaneswar Recruitment Scam: ବିଆଇଏସ ବିକୁଛି ଏମସ୍‌ରେ ଚାକିରି: ଯୁବ କଂଗ୍ରେସ

ଆଜି ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ସଭାପତି ରଞ୍ଜିତ ପାତ୍ର ଏକ ସାମ୍ବାଦିକ ସମ୍ମିଳନୀରେ ଏମସରେ ଚାକିରି ବିକିରି ଦୁର୍ନୀତି ପ୍ରସଙ୍ଗ ଉପରେ ଉପସ୍ଥାପନ କରିଥିଲେ । ଏମସ୍‌ କତ୍ତୃପକ୍ଷ ଏବଂ ଉଚ୍ଚପଦସ୍ଥ ଅଧିକାରୀଙ୍କ ଜ୍ଞାତ ସାରରେ ଏମସରେ ଖୋଲମଖୁଲା ଚାକିରି…

ରାଇଘରର ପୀଡ଼ିତା ନର୍ସିଂ ଛାତ୍ରୀଙ୍କର ଭୁବନେଶ୍ୱର ଏମ୍ସରେ ମୃତ୍ୟୁ

ଜୀବନ ଯୁଦ୍ଧରେ ହାରିଗଲେ ନର୍ସିଂ ଛାତ୍ରୀ । ନବରଙ୍ଗପୁର ଜିଲ୍ଲା, ରାଇଘରର ପୀଡ଼ିତା ନର୍ସିଂ ଛାତ୍ରୀଙ୍କର ଭୁବନେଶ୍ୱର ଏମ୍ସରେ ଆଜି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । କହିରଖୁଛୁ ଯେ, ଏହି ଯୁବତୀଙ୍କୁ ଜଣେ ଯୁବକ ଏକତରଫା ଭଲ ପାଉଥିଲା ।…

ଏମ୍ସରେରେ ମହିଳା ଆଟେଣ୍ଡାଣ୍ଟଙ୍କୁ ଅସଦାଚରଣ ଘଟଣା: ନର୍ସିଂ ଅଫିସର୍‌ ଗିରଫ

ଭୁବନେଶ୍ବର ଏମ୍ସରେ ଜଣେ ମହିଳା ଆଟେଣ୍ଡାଣ୍ଚଙ୍କୁ ଆସଦାଚରଣ ଘଟଣାରେ ଫେରାର ଅଭିଯୁକ୍ତ ନାନୁ ରାମ ଚୌଧୁରୀ ଗିରଫ । ଅଭିଯୁକ୍ତକୁ ଗିରଫ କଲା ଖଣ୍ଡଗିରି ଥାନା ପୋଲିସ । ଗତକାଲି ଅସଦାଚରଣ ଅଭିଯୋଗ ଆଣିଥିଲେ ଜଣେ ମହିଳା ଆଟେଣ୍ଡାଣ୍ଟ । ଅସଦାଚରଣ…

ଏମ୍ସରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ

ଏମ୍ସରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ । ନାବାଳିକା ପୀଡ଼ିତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ ଭୁବନେଶ୍ବର ଏମ୍ସରୁ ଦିଲ୍ଲୀକୁ ଏୟାରଲିଫ୍ଟ କରାଯିବା ନେଇ ସୂଚନା ମିଳିଛି। କିଛି ଘଣ୍ଟା ମଧ୍ୟରେ ଦିଲ୍ଲୀ ଏମ୍ସକୁ ହେବେ ଏୟାରଲିଫ୍ଟ । ତେଣୁ…

ଏମ୍ସର ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଏମ୍ସର ଭୁବନେଶ୍ୱର ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୬୪୩ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ସାର୍ଟିଫିକେଟ ପ୍ରଦାନ କରିବେ ରାଷ୍ଟ୍ରପତି । ଏହି ଅବସରରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ, ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ସମେତ ଭୁବନେଶ୍ୱର ସାଂସଦ ଓ ଅନ୍ୟ…

ଉପ ରାଷ୍ଟ୍ରପତି ଜଗଦୀପ ଧନଖଡ଼ ଅସୁସ୍ଥ; ଏମ୍ସରେ ଭର୍ତ୍ତି

ଉପ ରାଷ୍ଟ୍ରପତି ଜଗଦୀପ ଧନଖଡ଼ ଅସୁସ୍ଥ । ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହୋଇପଡ଼ିବାରୁ ତାଙ୍କୁ ନୂଆଦିଲ୍ଲୀସ୍ଥିତ ଅଖିଳ ଭାରତୀୟ ଆର୍ୟୁ ବିଜ୍ଞାନ ସଂସ୍ଥା ତଥା ଏମସ୍ ରେ ଭର୍ତ୍ତି କରାଯାଇଛି । ଗତକାଲି ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ଛାତିରେ…

ଅନ୍ୟର ଜୀବନ ବଞ୍ଚାଇ ଅମର ହୋଇଗଲା ୧୬ ମାସର ଶିଶୁ ଜନ୍ମେଶ

ରାଉରକେଲାର ଅଶୋକ ଲେଙ୍କା ଓ ପ୍ରତିଭା ନାୟକଙ୍କ ୧୬ ମାସର ଶିଶୁପୁତ୍ର ଜନ୍ମେଶ ଲେଙ୍କା ଅସୁସ୍ଥତାରୁ ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଥିଲେ । ତେବେ ଚିକିତ୍ସା ପରେ ବ୍ରେନ୍ ଡେଡ୍ ଘୋଷଣା କରିଥିଲେ ଡାକ୍ତର । ଏହାପରେ ପରିବାର ଲୋକଙ୍କ ନିଷ୍ପତ୍ତି…

ଏମ୍ସରେ ପୁଣି ଜଣେ ରୋଗୀଙ୍କ ଆତ୍ମହତ୍ୟା; ୩ ଦିନରେ ଜୀବନ ହାରିଲେଣି ୨

ଭୁବନେଶ୍ଵରରେ ଏମ୍ସରେ ଦିନକୁ ଦିନ ଅଘଟଣ ଘଟିବାରେ ଲାଗିଛି । କର୍ତ୍ତୃପକ୍ଷ ଓ ସୁରକ୍ଷା କର୍ମୀଙ୍କ ଖାମଖିଆଲି ମନୋଭାବ ଯୋଗୁଁ ରୋଗୀମାନେ ଆତ୍ମହତ୍ୟା କରୁଥିବାର ଅଭିଯୋଗ ଉଠିଲାଣି । ୩ ଦିନରେ ଭୁବନେଶ୍ଵରରେ ଏମ୍ସରେ ୨ ଜଣ ଜୀବନହାରିବା ଘଟଣା ହସ୍ପିଟାଲର…

ବିଏମ୍‌ସି ଅଧିନକୁ ଆସିବ ଭୁବନେଶ୍ବର ଏମ୍ସ

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତ ରତ୍ନ ଅଟଳ ବିହାରୀ ବାଜପାୟୀଙ୍କ ଷଷ୍ଠ ପୂଣ୍ୟ ତିଥିରେ ଭୁବନେଶ୍ବର ଏମ୍ସ ପରିସରରେ ଥିବା ବାଜପାୟୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳୀ ଜଣାଇଥିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଏହି ଅବସରରେ ଏମ୍ସ ପାଇଁ…