ତାଜା ଖବର ରାଜ୍ୟ ଭୁବନେଶ୍ବର ଏମ୍ସ କର୍ମଚାରୀଙ୍କୁ ଗୁଳି କରି ହତ୍ୟା October 13, 2025 Papirani ଭୁବନେଶ୍ବର ଏମ୍ସ କର୍ମଚାରୀଙ୍କୁ ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ । ଡ୍ୟୁଟି ଆସିବା ବେଳେ ଲ୍ୟାବ୍ ଆସିଷ୍ଟାଣ୍ଟଙ୍କୁ ଗୁଳିମାଡ଼ ।ରଣସିଂହପୁରରେ ଗୋଡ଼ାଇ ଗୋଡ଼ାଇ ଏମ୍ସରେ କାର୍ଯ୍ୟରତ କର୍ମଚାରୀ ସୁଧାଂଶୁ ଖୁଣ୍ଟିଆଙ୍କୁ ଗୁଳିମାଡ଼ କଲେ ଦୁର୍ବୃତ୍ତ । ଗୁରୁତର ଅବସ୍ଥାରେ ତାଙ୍କୁ…