ଦେଶ ଦିଲ୍ଲୀରେ ୧୫ ବର୍ଷରୁ ଅଧିକ ପୁରୁଣା ଗାଡ଼ିକୁ ମିଳିବନି ପେଟ୍ରୋଲ୍ March 1, 2025 Nirvay ୧୫ ବର୍ଷ ପୁରୁଣା ଗାଡ଼ିକୁ ନେଇ ଦିଲ୍ଲୀ ସରକାରଙ୍କ ବଡ଼ ଘୋଷଣା । ଦିଲ୍ଲୀରେ ପ୍ରଦୂଷଣକୁ ରୋକିବା ପାଇଁ କଠୋର ପଦକ୍ଷେପ ନେବାକୁ ଯାଉଛନ୍ତି ଦିଲ୍ଲୀ ସରକାର । ଦିଲ୍ଲୀର ପରିବେଶ ମନ୍ତ୍ରୀ ମନଜିନ୍ଦର ସିଂ ସିରସା କହିଛନ୍ତି ଯେ ମାର୍ଚ୍ଚ…