Tag: Ajit Pawar

Sunetra Pawar Takes Oath As Maharashtra’s Deputy CM: ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସୁନେତ୍ରା ପାୱାର

ଏନସିପି ନେତା ଅଜିତ ପାୱାରଙ୍କର ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବରେ ଆଜି ଶପଥ ଗ୍ରହଣ କରିଛନ୍ତି । ମୁମ୍ବାଇର ଲୋକ ଭବନରେ ଆୟୋଜିତ ଏକ ଗମ୍ଭୀର କାର୍ଯ୍ୟକ୍ରମରେ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ସୁନେତ୍ରା ପାୱାରଙ୍କୁ ପଦ…

Ajit Pawar’s Last Rites Today: ଆଜି ସ୍ୱର୍ଗତ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଶେଷକୃତ୍ୟ

ସ୍ୱର୍ଗତ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଆଜି ହେବ ଶେଷକୃତ୍ୟ। ବାରାମତୀ ମେଡିକାଲରୁ ପାର୍ଥୀବ ଶରୀର ଏକ ବିଶାଳ ଶୋଭାଯାତ୍ରାରେ ନିଆଯାଉଛି। ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟିର ଅଧ୍ୟକ୍ଷ ଅଜିତ ପାୱାରଙ୍କ ଆଜି ବାରାମତିରେ ପୂର୍ଣ୍ଣ ରାଜ୍ୟ ସମ୍ମାନ…

Deputy CM Ajit Pawar Dies In Plane Crash: ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ। ବାରାମତିରେ ଅବତରଣ ବେଳେ ବିମାନ ଦୁର୍ଘଟଣାଗ୍ରସ୍ତ। ବିମାନରେ ଥିଲେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର। ଏହି ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ ହୋଇଛି। ଦେହାନ୍ତ ନେଇ ଖବର ସରବରାହ ସଂସ୍ଥା…