ତାଜା ଖବର ରାଜ୍ୟ Akshaya Tritiya 2026: ଛତିଶା ନିଯୋଗ ବୈଠକରେ ଅକ୍ଷୟ ତୃତୀୟା ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ April 7, 2026 Nirvay ଆସନ୍ତା ୨୦ ତାରିଖରେ ଅକ୍ଷୟ ତୃତୀୟା ଅବସରରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଚନ୍ଦନ ଯାତ୍ରା ସହିତ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ ହେବ । ଏହି ପରିପ୍ରେକ୍ଷୀରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ,…