Tag: all rivers

ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି ରାଜ୍ୟର ସବୁ ନଦୀ

ରାଜ୍ୟର ସବୁ ନଦୀ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି। ଏନେଇ ଜଳସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ମହାନ୍ତି ସୂଚନା ଦେଇଛନ୍ତି । ସେ କହିଛନ୍ତି ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଆହୁରି ୪ଟି ଗେଟ୍ ଖୋଲାଯାଇଛି ।…