ତାଜା ଖବର ରାଜ୍ୟ Odisha All Tobacco Products Ban: ରାଜ୍ୟ ସରକାର ବଡ଼ ପଦକ୍ଷେପ; ସବୁ ପ୍ରକାର ତମାଖୁ ସାମଗ୍ରୀ ଉପରେ ଲାଗିଲା ପ୍ରତିବନ୍ଧକ January 22, 2026 Papirani ରାଜ୍ୟ ସରକାର ବଡ଼ ପଦକ୍ଷେପ । ରାଜ୍ୟରେ ବନ୍ଦ ହେଲା ସବୁ ପ୍ରକାର ତମାଖୁ ସାମଗ୍ରୀ। ରାଜ୍ୟରେ ପାନ ମସଲା, ଗୁଟଖା, ଖଇନିରେ ପ୍ରତିବନ୍ଧକ ଲଗାଇଲେ ସରକାର। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…