ତାଜା ଖବର ରାଜ୍ୟ Ama Bus Accidents: ସ୍କ୍ରିନିଂ ଟେଷ୍ଟ ପାସ୍ କଲେ ଚଳାଇବେ ଆମ ବସ୍: ଉଷା ପାଢ଼ୀ January 4, 2026 Papirani ଆମ ବସ୍ ଦୁର୍ଘଟଣା ରୋକିବାକୁ ପରିବହନ ବିଭାଗର କଡ଼ା ପଦକ୍ଷେପ । ଏ ନେଇ ଉଚ୍ଚସ୍ତରୀୟ ବୈଠକ ପରେ ପରିବହନ ସଚିବ ଉଷା ପାଢ଼ୀ ସୂଚନା ଦେଇଛନ୍ତି । ସେ କହିଛନ୍ତି ଡ୍ରାଇଭରଙ୍କର ଏଣିକି ଥାର୍ଡ ପାର୍ଟି ସ୍କ୍ରିନିଂ ଟେଷ୍ଟ କରାଯିବ…