ତାଜା ଖବର ରାଜ୍ୟ Ama Bus Accident: ଭୁବନେଶ୍ବରରେ ‘ଆମ ବସ୍’ ଦୁର୍ଘଟଣାରେ ବାଇକ୍ ଆରୋହୀ ଗୁରୁତର June 10, 2026 Papirani ପୁଣି ରାଜଧାନୀରେ ଦୁର୍ଘଟଣା ଘଟାଇଲା ଆମ ବସ୍ । ଭୁବନେଶ୍ବର ଶ୍ରୀୟା ଛକରେ ଆମ ବସ୍ ଦୁର୍ଘଟଣାରେ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବାଇକ୍ ଆରୋହୀ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହାପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା…
ତାଜା ଖବର ରାଜ୍ୟ Diesel Ama Buses To Be Scrapped Soon: ରାସ୍ତାରୁ ହଟିବ ଡିଜେଲ୍ ଚାଳିତ ଆମ ବସ୍: ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ January 21, 2026 Papirani ଏଣିକି ରାସ୍ତାରୁ ହଟିବ ଡିଜେଲ୍ ଚାଳିତ ଆମ ବସ୍ । ଡିଜେଲ୍ ଚାଳିତ ‘ଆମ ବସ୍’ ହଟେଇବାକୁ ସରକାରଙ୍କ ନିଷ୍ପତ୍ତି ନିଆଯାଇଛି । ଏ ନେ଼ଇ ସୂଚନା ଦେଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ। ମନ୍ତ୍ରୀ କହିଛନ୍ତି ଏଣିକି…
ରାଜ୍ୟ Ama Bus Accident: ଆମ ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ December 5, 2025 Nirvay ପୁଣି ରାଜଧାନୀରେ ଜୀବନ ନେଲା ଆମ ବସ୍ । ବାଣୀବିହାର, ସତସଙ୍ଗ ବିହାର ଛକରେ ବାଇକ ଆରୋହୀଙ୍କୁ ଧକ୍କା ଦେଲା ଆମ ବସ୍ । ଆମ ବସ୍ ମାଡିଯିବାରୁ ଘଟଣା ସ୍ଥଳରେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି । ଏନେଇ ସେଠାରେ…
ତାଜା ଖବର ରାଜ୍ୟ ଆମ ବସ୍ ଭିତରେ ପଶି ଯାତ୍ରୀଙ୍କୁ ହାଣିଲେ ଯୁବକ October 7, 2025 Papirani ପୁରୀ କଣାସ ନିକଟରେ ବସ୍ ଭିତରେ ପଶି ଯାତ୍ରୀଙ୍କୁ ହାଣିଲେ ଯୁବକ । ହରଷପଡାରୁ ସତ୍ୟବାଦୀ ଶୁକଳକୁ ଯାଉଥିବା ଆମ ବସରେ ଯାତ୍ରୀଙ୍କୁ ଆକ୍ରମଣ । ଏହି ଆକ୍ରମଣରେ ୪ ଜଣ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ପୋଲିସ…
ରାଜ୍ୟ ଆଜିଠୁ ‘ଆମ ବସ୍’ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ September 13, 2025 Nirvay ‘ଆମ ବସ୍’ ଡ୍ରାଇଭର ଶନିବାର ଦିନ ଠାରୁ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଆରମ୍ଭ କରିଛନ୍ତି । ପ୍ରତିମାସ ୧୦ ତାରିଖ ମଧ୍ୟରେ ଦରମା ମିଳିବା କଥା । ୪୨ ଦିନ ହେବ ଦରମା ମିଳି ନଥିବାରୁ ଡ୍ରାଇଭରଙ୍କ ଆନ୍ଦୋଳନ ଆରମ୍ଭ ହୋଇଛି…
ରାଜ୍ୟ ଗଡ଼ିଲା ଆଉ ୪୦ଟି ନୂତନ ଇ-ବସ୍; ଓଡ଼ିଶାକୁ ୪୦୦ ଇ-ବସ୍ ଯୋଗାଇବେ କେନ୍ଦ୍ର ସରକାର April 3, 2025 Nirvay ବାୟୁ ଏବଂ ଶବ୍ଦ ପ୍ରଦୂଷଣକୁ ରୋକିବା ସହ ସାଧାରଣ ପରିବହନ ଖର୍ଚ୍ଚକୁ ହ୍ରାସ କରିବା ପାଇଁ ରାଜ୍ୟର ସହରାଞ୍ଚଳରେ ଇଲେକ୍ଟ୍ରିକ ବସ୍ ସେବାକୁ ତ୍ୱରାନ୍ୱିତ କରୁଛନ୍ତି ରାଜ୍ୟ ସରକାର । ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଆଜି…
ତାଜା ଖବର ରାଜ୍ୟ ରାଜ୍ୟର ଆଉ ୮ ସହରକୁ ମିଳିବ ‘ଆମ ବସ୍’ ସେବା March 27, 2025 Nirvay ରାଜ୍ୟର ଆଉ ୮ ସହରକୁ ଆମ ବସ ସେବା ଯୋଗାଇ ଦିଆଯିବ ବୋଲି କ୍ୟାପିଟାଲ ରିଜିନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ) ତରଫରୁ ସୂଚନା ମିଳିଛି । କ୍ରୁଟର ୪୯ତମ ବୋର୍ଡ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଅନୁଗୋଳ, ଝାରସୁଗୁଡ଼ା, ଯାଜପୁର,…