Tag: Amit Saha

Sulphuric Acid Plant At IFFCO Paradeep: ଇଫ୍‌କୋ ସଲ୍‌ଫୁରିକ୍ ଏସିଡ୍ ପ୍ଲାଣ୍ଟ ଉଦ୍‌ଘାଟନ କଲେ ଅମିତ ଶାହ; ଧନ୍ୟବାଦ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଇଫ୍‌କୋ ସଲ୍‌ଫୁରିକ୍ ଏସିଡ୍ ପ୍ଲାଣ୍ଟ ଉଦ୍‌ଘାଟନ କଲେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ୭୫୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ସଲଫ୍ୟୁରିକ୍ ଏସିଡ୍ ପ୍ଲାଣ୍ଟ ଦୈନିକ ୨ ହଜାର ଟନ୍ ସଲଫ୍ୟୁରିକ୍ ଏସିଡ୍ ଉତ୍ପାଦନ କରିବ। ଫଳରେ ୫୦…

Odisha BJP Meeting: ସନ୍ଧ୍ୟାରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବୈଠକ କରିବେ ଶାହ

ରାଜ୍ୟସଭା ନିର୍ବାଚନକୁ ନେଇ ଓଡ଼ିଶା ରାଜନୀତିରେ ହଲଚଲ ସୃଷ୍ଟି ହୋଇଛି । ଏହାରି ମଧ୍ୟରେ ଦିନିକିଆ ଓଡ଼ିଶା ଗସ୍ତରେ ଅଛନ୍ତି କେନ୍ଦ୍ରମନ୍ତ୍ରୀ ଶାହ । ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ତାଙ୍କ ଗସ୍ତ ସମୟରେ ଦଳର ରାଜ୍ୟ ସଂଗଠନକୁ ରଣନୈତିକ…

Amit Shah’s Odisha Visit: ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଦୁଇ ଦିନିଆ ଗସ୍ତରେ କଟକ ଓ ଭୁବନେଶ୍ବରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ଆଜି ସଂଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ ଗୃହମନ୍ତ୍ରୀ ଅମିତ ଶାହ । କାର୍ଯ୍ୟସୂଚୀ ଅନୁଯାୟୀ, ଅମିତ…

Amit Shah To Visit Odisha: ମାର୍ଚ୍ଚ ୭ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ

ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମାର୍ଚ୍ଚ ୭ ତାରିଖରେ ଦିନିକିଆ ଗସ୍ତରେ ଓଡ଼ିଶା ଆସିବାକୁ ଯାଉଛନ୍ତି, ଯେଉଁଠାରେ ସେ ପ୍ରମୁଖ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ ଏବଂ ଗୁରୁତ୍ୱପୂର୍ଣ୍ଣ ସୁରକ୍ଷା ପ୍ରସଙ୍ଗ ସମୀକ୍ଷା କରିବେ।…

West Bengal Election: ୨୦୨୬ରେ ବେଙ୍ଗଲରେ ଆସିବ ବିଜେପି ସରକାର: ଶାହ

୨୦୨୬ରେ ପଶ୍ଚିମବଙ୍ଗରେ ବିଜେପି ସରକାର ଆସିବ । ବେଙ୍ଗଲ ନିର୍ବାଚନ ପୂର୍ବରୁ କୋଲକାତାରେ ଅମିତ ଶାହଙ୍କ ରଣହୁଁକାର । ଓଡ଼ିଶା ଏବଂ ଆନ୍ଧ୍ର ପ୍ରଦେଶ ପରେ ଦୁଇ ତୃତୀୟାଂଶ ବହୁମତ ସହ ବିଜେପି ସରକାର ଗଢ଼ିବ ବୋଲି ବଙ୍ଗଳା ମାଟିରୁ ଦୃଢ଼ତାର…

Amit Shah Visit Odisha: ୨୧ରେ ଓଡ଼ିଶା ଆସିପାରନ୍ତି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଗୃହମନ୍ତ୍ରୀ ଅମିତ ଶାହ

୨୧ରେ ଓଡ଼ିଶା ଆସିପାରନ୍ତି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଗୃହମନ୍ତ୍ରୀ ଅମିତ ଶାହ । ଭୁବନେଶ୍ୱରର ବରମୁଣ୍ଡାରେ ସମବାୟ ବିଭାଗର କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି । ଏକ ସାଧାରଣ ସଭାରେ ମଧ୍ୟ ଉଦ୍‌ବୋଧନ ରଖିବେ ଶାହ । ଏ ନେଇ ସୂଚନା ଦେଇଛନ୍ତି…

ଏଥର ପଶ୍ଚିମବଙ୍ଗରେ ବିଜେପି ସରକାର: ଅମିତ ଶାହା 

ଆଜି ଦୁଇ ଦିନିଆ ଗସ୍ତରେ ପଶ୍ଚିମବଙ୍ଗ ଗସ୍ତରେ ମମତାଙ୍କ ଉପରେ ବର୍ଷିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା । ସେ କହିଛନ୍ତି ୨୦୨୬ ପରେ ମମତା ଆଉ ବେଙ୍ଗଲର ମୁଖ୍ୟମନ୍ତ୍ରୀ ରହିପାରିବେ ନାହିଁ । ମା’ ମାଟି ମାନୁଷ”ର ନାରା ଦେଇ…

ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ସ୍ଥଗିତ

କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ । ୧୦ ଓ ୧୧ରେ ଦୁଇ ଦିନିଆ ଗସ୍ତରେ ଆସିଥାନ୍ତେ ଅମିତ ଶାହ। ଏହାକୁ ସ୍ଥଗିତ ରଖାଯାଇଥିବା ନେଇ ଆଜି ସୂଚନା ଦେଇଛନ୍ତି ସମ୍ବଲପୁର ଜିଲ୍ଲାପାଳ । ବିଭିନ୍ନ…

୧୦ ତାରିଖରେ ଓଡ଼ିଶା ଆସିବେ ଗୃହ ମନ୍ତ୍ରୀ ଅମିତ ଶାହ

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ ।ଆସନ୍ତା ୧୦ରେ ଦୁଇଦିନିଆ ଗସ୍ତରେ ଆସୁଛନ୍ତି ଅମିତ ଶାହ । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ କହିଛନ୍ତି ଗୃହ…

ସବୁ ମୁଖ୍ୟମନ୍ତ୍ରୀଙ୍କ ସହ ଶାହଙ୍କ ଆଲୋଚନା; ନିଜ ରାଜ୍ୟରେ ଥିବା ପାକିସ୍ତାନୀଙ୍କୁ ଚିହ୍ନଟ କରି ବିଦା କରିବାକୁ ନିର୍ଦ୍ଦେଶ

ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ତୀବ୍ର ବଢ଼ିବାରେ ଲାଗିଛି । ଘନ ଘନ ହାଇଲେବୁଲ ବୈଠକ କରାଯାଇଛି । ଏହି ସମୟରେ ଗୃହ ମନ୍ତ୍ରାଳୟର ବଡ଼ ପଦକ୍ଷେପ ନେଇଛି । ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ…