Tag: Amit Saha

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ରମନ୍ତ୍ରୀ ଅମିତ ଶାହ

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ । ୨୮, ୨୯, ୩୦ ଭିତରୁ ଦୁଇ ଦିନ ଓଡ଼ିଶା ଗସ୍ତରେ ଆସିବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ କହିଛନ୍ତି ଦୁଇ ଦିନ…

ଅମିତ ଶାହ ଦ୍ଵିତୀୟ ଶ୍ରେଷ୍ଠ ପୋଲିସ ଷ୍ଟେସନ ଭାବେ ଗଞ୍ଜାମ ଜିଲ୍ଲା ପାଟପୁର ଥାନା କୁ କଲେ ସମ୍ମାନିତ

ଅଖିଳ ଭାରତୀୟ ଡିଜିପି/ଆଇଜିପି ସମ୍ମିଳନୀ-୨୦୨୪ ଆଜି ଭୁବନେଶ୍ୱରର ଲୋକ ସେବା ଭବନରେ ଆରମ୍ଭ ହୋଇଛି। ଏହି ସମ୍ମିଳନୀରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଗଞ୍ଜାମ ଜିଲ୍ଲାର ପାଟପୁର ଥାନାକୁ ଦେଶର ଦ୍ୱିତୀୟ ଶ୍ରେଷ୍ଠ ଥାନା ଭାବେ ସମ୍ମାନିତ କରିଥିଲେ। ରାଜ୍ଯ…

ଲୋକସେବା ଭବନରେ ଡିଜିପି ସମ୍ମିଳନୀକୁ ଉଦଘାଟନ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ

ଭୁବନେଶ୍ବରରେ ଆୟୋଜିତ ହେବାକୁ ଥିବା ସର୍ବଭାରତୀୟ ଡିଜିପି ସମ୍ମିଳନୀରେ ଯୋଗଦେବା ପାଇଁ ଭୁବନେଶ୍ବରରେ ପହଞ୍ଚିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ସ୍ବତନ୍ତ୍ର ବିମାନ ଯୋଗେ ୧ଟା ୧୫ରେ ଆସି ପହଞ୍ଚିଛନ୍ତି ଶାହ । ସେଠାରୁ ସ୍ବତନ୍ତ୍ର କାରକେଡ ଓ କଡ଼ା…

ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହ

ଆସନ୍ତା ୨୯ ତାରିଖରେ ପ୍ରଥମ ଥର ଭୁବନେଶ୍ବରରେ ଅନୁଷ୍ଠିତ ହେବ ଡିଜିପି ସମ୍ମିଳନୀ। ଏଥିରେ ଯୋଗଦେବାକୁ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା । ନଭେମ୍ବର ୨୯ ତାରିଖରୁ ଡିସେମ୍ବର ୧…

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବିଜେପିର ଇସ୍ତାହାର ପ୍ରକାଶ କଲେ ଅମିତ ଶାହ

କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ଆସନ୍ତା ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବିଜେପିର “ସଂକଳ୍ପ ପତ୍ର” ଉନ୍ମୋଚନ କରିବା ସମଯ଼ରେ ରାଜ୍ଯର “ରୋଟି, ମାଟି, ବେଟି” (ଜୀବିକା, ଜମି ଏବଂ ଝିଅ) କୁ ସୁରକ୍ଷା ଦେବାକୁ ପ୍ରତିଶୃତି ଦେଇଛନ୍ତି। ଶାହା…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ବାତ୍ୟା ସଂପର୍କରେ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଧ୍ୟାରେ ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଓଡ଼ିଶାରେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ଆଲୋଚନା କରିଛନ୍ତି। ଆଲୋଚନା ସମୟରେ, ମୁଖ୍ୟମନ୍ତ୍ରୀ ରାଜ୍ୟରେ ଚାଲିଥିବା ଲୋକଙ୍କ ସ୍ଥାନାନ୍ତର ପ୍ରକ୍ରିୟା…

ମାଓ ମୁକାବିଲା ନେଇ ସମୀକ୍ଷା ବୈଠକ ଆରମ୍ଭ

ଦିଲ୍ଲୀରେ ମାଓ ମୁକାବିଲା ନେଇ ସମୀକ୍ଷା ବୈଠକ ଆରମ୍ଭ । ଦିଲ୍ଲୀ ବିଜ୍ଞାନ ଭବନରେ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ୮ଟି ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ଆରମ୍ଭ ହୋଇଛି । ବୈଠକରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ରାଜ୍ଯସଭାରେ ନବୀନଙ୍କ ନୀତିକୁ ପ୍ରଶଂସା କଲେ କେନ୍ଦ୍ରମନ୍ତ୍ରୀ ଅମିତ ଶାହ

ବିପର୍ଯ୍ଯୟ ମୁକାବିଲାରେ ନବୀନଙ୍କ ନୀତିକୁ ରାଜ୍ଯସଭାରେ ପ୍ରଶଂସା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଅମିତ ଶାହ । ୱାଏନାଡ଼ ଭୂସ୍ଖଳନ ପ୍ରସଙ୍ଗରେ ରାଜ୍ଯସଭାରେ ବିରୋଧୀ ଦଳ ଆଗୁଆ ସୂଚନା ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଥିଲେ। ଏହାର ଉତ୍ତରରେ ୱାୟନାଡ଼ ଭୂସ୍ଖଳନ ପ୍ରସଙ୍ଗରେ ବିବୃତ୍ତିରେ…

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଏବଂ ପ୍ରଭାତୀ ପରିଡା । ଏହି ସାକ୍ଷାତ ଅବସରରେ ରାଜ୍ୟର ବିଭିନ୍ନ ପ୍ରସଙ୍ଗରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ଆଲୋଚନା…

୫ ଲକ୍ଷରୁ ଅଧିକ ଭୋଟ୍ ବ୍ୟବଧାନରେ ଆଗରେ ଅଛନ୍ତି ଗୃହମନ୍ତ୍ରୀ ଅମିତ ଶାହ

ନିର୍ବାଚନ ପାଇଁ ସମଗ୍ର ଦେଶରେ ଚାଲିଛି ଭୋଟ୍ ଗଣତି। ଏହାରି ମଧ୍ୟରେ ବିରାଟ ବ୍ୟବଧାନରେ ଅମିତ୍‌ ଶାହ ରହିଥିବା ନିର୍ବାଚନ ଆୟୋଗଙ୍କ ରିପୋର୍ଟରୁ ଜଣାପଡ଼ିଛି। ଗୁଜୁରାଟର ଗାନ୍ଧିନଗରରୁ ନିର୍ବାଚନ ଲଢ଼ୁଥିବା ଶ୍ରୀ ଶାହା ୫ ଲକ୍ଷ ୬୮ ହଜାର ଭୋଟ ବ୍ୟବଧାନରେ…