Tag: Amit Saha

ଜୁନ ୪ ପରେ ନବୀନ ହେବେ ଭୂତପୂର୍ବ ମୁଖ୍ୟମନ୍ତ୍ରୀ: ଅମିତ ଶାହ

ଭଦ୍ରକ ଚାନ୍ଦବାଲିରେ ପହଞ୍ଚି ଜନସଭାକୁ ସମ୍ବୋଧିତ କରି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ସେ କହିଛନ୍ତି ଓଡ଼ିଶାରେ ସରକାର ଗଢିବା ସହ ମୋଦୀଙ୍କୁ ପୁଣିଥରେ ପ୍ରଧାନମନ୍ତ୍ରୀ କରିବାକୁ ରଣହୁଙ୍କାର ଦେଇଛନ୍ତି । ଓଡ଼ିଶାର ଶାସନ…

ଅମିତ ଶାହ ଆସୁଛନ୍ତି, ପୁଣି ଘାଣ୍ଟିବେ

ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ପ୍ରଚାର । ଓଡ଼ିଶାରେ ନିର୍ବାଚନ ଜିତିବାକୁ ବିଜେପି ସବୁ ପ୍ରକାରର ଉଦ୍ୟମ କରିଚାଲିଛି। ବାରମ୍ବାର ଓଡ଼ିଶା ଆସୁଛନ୍ତି ବିଜେପିର ରାଷ୍ଟ୍ରୀୟ ନେତା । ବଡ ବଡ ନେତାଙ୍କୁ ପ୍ରଚାର ମୈଦାନକୁ ଆଣି ସରଗରମ କରୁଛି…

ପ୍ରଚାର ପାଇଁ ଆଜି ଓଡ଼ିଶା ଆସିବେ ହିମନ୍ତ ବିଶ୍ଵଶର୍ମା ଓ କାଲି ଆସୁଛନ୍ତି ଅମିତ ଶାହା

ଚଳିତ ନିର୍ବାଚନରେ ବିଜେପି ଫୋକସରେ ରହିଛି ଓଡ଼ିଶା । ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଜମୁଛି ପ୍ରଚାର । ନିର୍ବାଚନରେ ପ୍ରଚାର ଓ ନିଜର ସରକାର ଗଠନ ପାଇଁ ଜଣଙ୍କ ପରେ ଜଣେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଓ…

ନବୀନ ବାବୁ ବୁଢ଼ା ହୋଇଗଲେଣି, ତାଙ୍କୁ ରିଟାୟାର୍ଡ କରନ୍ତୁ: ଅମିତ ଶାହ

ଢେଙ୍କାନାଳ ପରଜଙ୍ଗରେ ଗୃହମନ୍ତ୍ରୀ ଅମିତ ଶାହା ବିଜେଡି ସରକାରକୁ ଟାର୍ଗେଟ କରି କହିଛନ୍ତି, ନବୀନ ବାବୁ ବୁଢା ହୋଇଗଲେଣି, ତେଣୁ ତାଙ୍କୁ ରିଟାୟାର୍ଡ କରନ୍ତୁ । ଓଡ଼ିଶାରେ ତାମିଲ ବାବୁ ଶାସନ କରିପାରିବେ କି? କିନ୍ତୁ ତାମିଲ ବାବୁଙ୍କୁ ନବୀନ ବାବୁ…

ଆଜି ଓଡ଼ିଶାର ୪ଟି ସ୍ଥାନରେ ପ୍ରଚାର କରିବେ ଗୃହମନ୍ତ୍ରୀ ଅମିତ ଶାହା

ବିଜେପି ଫୋକସରେ ଏବେ ଓଡ଼ିଶା ରହିଥିବା ବେଳେ ଜଣକ ପରେ ଜଣେ ବିଜେପିର ହେବିୱେଟ କେନ୍ଦ୍ରୀୟ ନେତା ଓଡ଼ିଶା ଗସ୍ତରେ ଆସି ହାଇଭୋଲଟେଜ୍ ପ୍ରଚାର କରୁଛନ୍ତି । ଆଜି ପୁଣି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଆଜି…

୨୧ ରେ ଓଡ଼ିଶାର ୪ଟି ସ୍ଥାନରେ ପ୍ରଚାର କରିବେ ଶାହ

ପୁଣି ଓଡ଼ିଶା ଆସିବେ ଗୃହ ମନ୍ତ୍ରୀ ଅମିତ ଶାହ। ଆସନ୍ତା ୨୧ ତାରିଖରେ ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶାର ୪ଟି ସ୍ଥାନରେ ଆୟୋଜିତ ଜନସଭାରେ ଯୋଗ ଦେବେ। ସେହିଦିନ ସକାଳେ ପ୍ରଥମେ ସମ୍ବଲପୁରରେ ସଭା କରିବେ।ସମ୍ବଲପୁର ପରେ କେନ୍ଦୁଝର ଓ ପର୍ଜଙ୍ଗ…

କଟକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହାଙ୍କ ରୋଡ-ଶୋ

କଟକରେ ରୋଡ-ଶୋ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଅମିତ ଶାହା । ସୋରଡାରୁ ହେଲକପ୍ଟର ଯୋଗେ ଭୁବନେଶ୍ୱର ପହଂଚିବା ପରେ ସିଧାସଳଖ ସଡକ ପଥରେ କଟକ ଯାଇଛନ୍ତି ଅମିତ ଶାହା । ସମାଜ ଅଫିସରୁ ଗୋପବନ୍ଧୁ ବାଗ, ବକ୍ସିବଜାର, ତିନିକୋଣିଆ ବଗିଚା, ଦରଘା ବଜାର,…

ପରିକ୍ରମା ପ୍ରକଳ୍ପ ନାଆଁ ରେ ମଠ ମନ୍ଦିର ଭାଙ୍ଗିଲେ: ଅମିତ ଶାହ

ଓଡ଼ିଶା ଗସ୍ତରେ ଆସି ଆଜି ସୋରଡ଼ାରେ ପହଞ୍ଚିଛନ୍ତି ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ସେଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ଉଦବୋଧନ ଦେଇଛନ୍ତି। ସୋରଡ଼ା ସଭାରେ ଆସୁ ଆସୁ ଜୋଶ୍‌ ଭରିଲେ ଶାହ। ଓଡ଼ିଶାରେ ବିଜେପି ସରକାର ଆଣିବାକୁ ନାରା ଦେବା…

ଆଜି ଓଡ଼ିଶାରେ ଦେଖିବାକୁ ମିଳିବ ତିନି ଦଳର ପାୱାର ସୋ’

ଆଜି ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହମନ୍ତ୍ରୀ ଅମିତ୍ ଶାହ । କଟକରେ ରୋଡ ସୋ କରିବେ ଅମିତ୍ ଶାହା । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିିବା ପରେ ଗଞ୍ଜାମ ଜିଲ୍ଲାର ସୋରଡା ଯିବେ । ସେଠାରେ ବିଜୟ ମଧ୍ୟାନ ୧ଟାରେ…

ଅମିତ ଶାହାଙ୍କ ଗସ୍ତସୂଚୀରେ ପରିବର୍ତ୍ତନ, କାଲି ହେବ କଟକରେ ରୋଡ୍ ସୋ

ଗୃହମନ୍ତ୍ରୀଙ୍କ ଗସ୍ତ ସୂଚୀରେ ପରିବର୍ତନ କରାଯାଇଛି । ଆସନ୍ତାକାଲି କଟକରେ ରୋଡ୍‌ ସୋ’ କରିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଅପରାହ୍ନ ୫ଟା ୩୦ରେ କଟକରେ ରୋଡ୍ ସୋ’ ନେଇ କଟକ ନଗର ସଭାପତିଙ୍କ ସୂଚନା । ଗୋପବନ୍ଧୁ ପାର୍କରୁ…