Tag: Andhra Poll

Kotia Border Controversy: କୋଟିଆ ବିବାଦକୁ ନେଇ ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ବୈଠକ: ଜିଲ୍ଲାପାଳ ଓ SP ରଖିବେ କଡ଼ା ନଜର

ଆନ୍ଧ୍ର ସରକାରଙ୍କ ପକ୍ଷରୁ କୋଟିଆ ଅଞ୍ଚଳରେ ନିର୍ବାଚନ ଘୋଷଣା କରାଯିବା ପରେ ସୃଷ୍ଟି ହୋଇଥିବା ବିବାଦକୁ ନେଇ ଓଡ଼ିଶା ସରକାର ଅଧିକ ତତ୍ପର ହୋଇଉଠିଛନ୍ତି। ଏହି ସମ୍ବେଦନଶୀଳ ପ୍ରସଙ୍ଗକୁ ନେଇ ଆଜି ରାଜ୍ୟ ସରକାରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ…