ତାଜା ଖବର ଦେଶ Cyclone Threat Over BoB: ଆଗାମୀ ୨୪ ଘଣ୍ଟାରେ ବଙ୍ଗୋପସାଗରରେ ପୁଣି ବାତ୍ୟା ଆଶଙ୍କା; ୬ ଘଣ୍ଟାରେ ଅବପାତ ସୃଷ୍ଟି ସମ୍ଭାବନା October 31, 2026 Nirvay ବଙ୍ଗୋପସାଗରରେ ପୁଣି ଏକ ବାତ୍ୟା ସୃଷ୍ଟି ହେବାର ଆଶଙ୍କା ଦେଖାଦେଇଛି। ଆଗାମୀ ୬ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବାକୁ ଥିବାବେଳେ, ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି…