Tag: Andhra’s Election

Kotia Border Dispute: କୋଟିଆରେ ଆନ୍ଧ୍ରର ଅନୁପ୍ରବେଶ: ନିର୍ବାଚନ ବିଜ୍ଞପ୍ତିକୁ ତୁରନ୍ତ ରଦ୍ଦ କରିବାକୁ ଓଡ଼ିଶା ସରକାରଙ୍କୁ କଂଗ୍ରେସର ଦାବି

ସୀମାନ୍ତ କୋଟିଆ ଅଞ୍ଚଳରେ ଆନ୍ଧ୍ରପ୍ରଦେଶ ସରକାରଙ୍କ ଦାଦାଗିରି ଏବଂ ପଞ୍ଚାୟତ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ଘଟଣାକୁ ନେଇ ରାଜ୍ୟ ରାଜନୀତି ଗରମ ହୋଇଉଠିଛି ।କୋଟିଆ ଅଞ୍ଚଳରେ ଆନ୍ଧ୍ରପ୍ରଦେଶ ସରକାରଙ୍କ ପଞ୍ଚାୟତ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ଘଟଣାକୁ ଓଡ଼ିଶା…