Tag: Anganwadi

Angan Ka Utsav 2026: ରାଜ୍ୟସ୍ତରୀୟ ଆଙ୍ଗନ କା ଉତ୍ସବ ଓ ପୋଷଣ ମାସ ୨୦୨୬ ଉତ୍ସବ ପାଳିତ

ରାଜ୍ୟରେ ଶିଶୁ ଓ ମା’ମାନଙ୍କର ଉତ୍ତମ ସ୍ୱାସ୍ଥ୍ୟ ଏବଂ ସଠିକ୍ ପୋଷଣ ସୁନିଶ୍ଚିତ କରିବା ଲକ୍ଷ୍ୟରେ ରାଜ୍ୟସ୍ତରୀୟ ‘ଆଙ୍ଗନ କା ଉତ୍ସବ’ ଓ ‘ପୋଷଣ ମାସ ୨୦୨୬’ ଉତ୍ସବ ସଫଳତାର ସହ ପାଳିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ବରମୁଣ୍ଡା-୩ ଆଙ୍ଗନବାଡ଼ି କେନ୍ଦ୍ରରେ ଆୟୋଜିତ…

Smartphones for Anganwadi Staff: ଅଙ୍ଗନବାଡି କର୍ମୀଙ୍କୁ ସ୍ମାର୍ଟ ଫୋନ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଅଙ୍ଗନବାଡି କର୍ମୀଙ୍କୁ ସ୍ମାର୍ଟ ଫୋନ, ସୁଭଦ୍ରା ଶକ୍ତି ସମ୍ୱାଦ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି । ଅଙ୍ଗନୱାଡ଼ି…

Anganwadi Uniform Prices Hikes: ବଢ଼ିଲା ଅଙ୍ଗନବାଡି ଶିଶୁଙ୍କ ପୋଷାକର ସରକାରୀ ମୂଲ୍ୟ

ଅଙ୍ଗନବାଡି ପିଲା ପିନ୍ଧିବେ ଉଚ୍ଚମାନର ୟୁନିଫର୍ମ । ଓଡ଼ିଶା ସରକାର ଅଙ୍ଗନୱାଡିରେ ପିଲାମାନଙ୍କ ପାଇଁ ୟୁନିଫର୍ମ ଏବଂ ଜୋତା ପାଇଁ ପାଣ୍ଠି ବୃଦ୍ଧି କରିଛନ୍ତି । ବାଳକଙ୍କ ପୋଷାକ ମୂଲ୍ୟ ୧୦୦ରୁ ବଢ଼ି ହେଲା ୧୭୫ ଟଙ୍କା ହୋଇଥିବା ବେଳେ ବାଳିକାଙ୍କ…

ସବୁ ଅଙ୍ଗନବାଡି ଏବେ ସ୍କୁଲ୍‌ରେ ସାମିଲ୍‌ ହେବା ସମ୍ଭବ ନୁହେଁ: ଗଣଶିକ୍ଷା ମନ୍ତ୍ରୀ

ସ୍କୁଲ୍‌ରେ ଅଙ୍ଗନବାଡି ସାମିଲ ନେଇ ଆଜି ପ୍ରତିକ୍ରିୟା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି ବର୍ତ୍ତମାନ ସମସ୍ତ ଅଙ୍ଗନବାଡ଼ିକୁ ବିଦ୍ୟାଳୟରେ ମିଶାଇବା ସମ୍ଭବ ନୁହେଁ । ଶିଶୁବାଟିକା ୩କୁ ବିଦ୍ୟାଳୟରେ ସାମିଲ କରାଯାଇଅଛି। ଏବେ…

ଅଙ୍ଗନୱାଡ଼ି କେନ୍ଦ୍ର ପାଇଁ ଅଣ୍ଡାର ମୂଲ୍ୟ ବୃଦ୍ଧି

ଅଙ୍ଗନୱାଡ଼ି କେନ୍ଦ୍ର ପାଇଁ ଅଣ୍ଡାର ମୂଲ୍ୟ ବଢାଇଲେ ରାଜ୍ୟ ସରକାର । ଅଙ୍ଗନୱାଡ଼ି କେନ୍ଦ୍ର ପାଇଁ ଦିଆଯାଉଥିବା ଅଣ୍ଡା ଦାମ ୫ ଟଙ୍କାରୁ ୭ ଟଙ୍କାକୁ ବୃଦ୍ଧି ହୋଇଛି । ଶିଶୁମାନଙ୍କ ପୋଷଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅଙ୍ଗନୱାଡ଼ି କେନ୍ଦ୍ର…

ଅଙ୍ଗନବାଡ଼ି କେନ୍ଦ୍ରରେ ପୋକ ସାଲୁବାଲୁ ଛତୁଆ ଘଟଣା: ଛତୁଆ ପ୍ରସ୍ତୁତକାରୀ ସଂସ୍ଥାକୁ ଏତେ ଅନୁକମ୍ପା କାହିଁକି ?

ଅଙ୍ଗନବାଡ଼ି କେନ୍ଦ୍ରରେ ପୋକ ସାଲୁବାଲୁ ଛତୁଆ ଯୋଗାଣ ଓ ବଣ୍ଟନକୁ ନେଇ ଗତ ଏକମାସ ପୂର୍ବେ ଉପଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଥିବା ଏବଂ ଅଭିଯୋଗ ଉପରେ ତଦନ୍ତ ସାରିଥିଲେ ମଧ୍ୟ ଯୋଗାଣକାରୀ ସଂସ୍ଥା ଅଥବା ବିଭାଗୀୟ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଶୂନ…