Tag: Anganwadis

ସ୍କୁଲ୍ ସହ ମିଶିବ ଅଙ୍ଗନବାଡି !

ବିଦ୍ୟାଳୟ ସହିତ ଅଙ୍ଗନବାଡି କେନ୍ଦ୍ର ଯୋଡ଼ିବାକୁ ପ୍ରକ୍ରିୟା ଆରମ୍ଭ । ଆନୁଷ୍ଠାନିକ ଭାବେ ପିଲାଙ୍କ ଶୈଶବର ଯତ୍ନ ବିଦ୍ୟାଳୟରୁ ଆରମ୍ଭ କରିବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି । ବିଦ୍ୟାଳୟ ସହିତ ଅଙ୍ଗନବାଡି କେନ୍ଦ୍ର ଯୋଡ଼ିବାକୁ ଦିଲ୍ଲୀରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ…