Tag: Aparajita sadangi

ଇଭିଏମ ଭାଙ୍ଗିବା ଘଟଣା : ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ

ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଇଭିଏମ ଭାଙ୍ଗିବା ମାମଲାରେ ଭିଡିଓ ସାମ୍ନାକୁ ଆସିଛି । ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀ ପ୍ରସଙ୍ଗରେ ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି ସିସିଟିଭି ଫୁଟେଜ ଟିକୁ ଅପରାଜିତା ଜାରି କରିଛନ୍ତି।…

ମୁଖ୍ୟମନ୍ତ୍ରୀଙ୍କୁ ପ୍ରମାଣ ମାଗିଲେ ଅପରାଜିତା

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରମାଣ ମାଗିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ। ଭୁବନେଶ୍ୱର ସାଂସଦ ଲିଙ୍ଗରାଜ ପ୍ରକଳ୍ପ କାମକୁ ବନ୍ଦ କରିବାକୁ ପ୍ରୟାସ କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ ଆଜି ଏକ ଭିଡ଼ିଓରେ କହିଥିବା ପରେ ଅପରାଜିତ ଏହାର ପ୍ରମାଣ…

କଥାରେ ସଂଯମତା ରକ୍ଷା କରନ୍ତୁ ପାଣ୍ଡିଆନ ବାବୁ : ଅପରାଜିତା

ଭୁବନେଶ୍ୱର : 5T ଅଧ୍ୟକ୍ଷ ଭି କେ ପାଣ୍ଡିଆନଙ୍କୁ ଟାର୍ଗେଟ କଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ। କେନ୍ଦ୍ରମନ୍ତ୍ରୀଙ୍କ ବିରୋଧରେ ଔକାତ୍‌, ଦମ୍‌ ପରି ଶଦ୍ଦର ବ୍ୟବହାର ଓ ତାଙ୍କର ଯୋଗ୍ୟତା ଉପରେ ପ୍ରଶ୍ନ କରିବା ଠିକ୍‌ ନୁହେଁ। ପୂର୍ବତନ ଆଇଏଏସ୍ ଅଧିକାରୀ…

ବିଜେଡି ସରକାର ଆସିଲେ ପାଣ୍ଡୁଜୀ ହେବେ ମୁଖ୍ୟମନ୍ତ୍ରୀ, ନବୀନ ନୁହେଁ : ଅପରାଜିତା

ଚଳିତବର୍ଷ ଯଦି ରାଜ୍ୟରେ ବିଜେଡି ସରକାର ଆସିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହେବେନି। କ୍ଷମତା ଯାହାର ଚାଲିଯିବ ପାଣ୍ଡିଆନ ହିଁ ହେବେ ମୁଖ୍ୟମନ୍ତ୍ରୀ । ପାଣ୍ଡିଆନଙ୍କୁ ପାଣ୍ଡୁଜୀ ବୋଲି ସମ୍ବୋଧନ କରି ଓଡ଼ିଶାବାସୀଙ୍କୁ ସାବଧାନ ରହିବାକୁ ଆହ୍ୱାନ କରିଛନ୍ତି ଭୁବନେଶ୍ୱର ବିଜେପି…

ଭୁବନେଶ୍ୱର ଲୋକସଭା ଆସନ ପାଇଁ ନାମାଙ୍କନ ଦାଖଲ କଲେ ଅପରାଜିତା ଷଡ଼ଙ୍ଗୀ ଓ ମନ୍ମଥ ରାଉତରାୟ

ଭୁବନେଶ୍ୱର: ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଭାବରେ ଅପରାଜିତା ଷଡ଼ଙ୍ଗୀ ନାମାଙ୍କନ ଦାଖଲ କରିଥିବା ବେଳେ ବିଜେଡି ପ୍ରାର୍ଥୀ ଭାବେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ମନ୍ମଥ । ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଦୁଇ ଜଣ ନାମାଙ୍କନ ଭରିଛନ୍ତି । ବିଜେପିର…

ଅର୍ପଣ ରଥକୁ ନେଇ ନବୀନ ସରକାରଙ୍କୁ ଟାର୍ଗେଟ କଲେ ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ଵର: ବିଜେପି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଆଜି ରାଜ୍ୟରେ ବୁଲୁଥିବା ଅର୍ପଣ ରଥକୁ ନେଇ ଓଡିଶା ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଟ୍ରଲି, ରିକ୍ସା ଏବଂ ପିକଅପ୍ ଭ୍ୟାନ୍ ଉପରେ ଥର୍ମୋକଲରୁ ନିର୍ମିତ ପ୍ରଭୁ ଜଗନ୍ନାଥଙ୍କ ପ୍ରତିମାକୁ…