Tag: Aparajita sarangi

Bhubaneswar Foundation Day: ରାଜଧାନୀ ପ୍ରତିଷ୍ଠା ଦିବସରେ ନିମନ୍ତ୍ରଣକୁ ନେଇ ସାଂସଦ-ମେୟର କଥା କଟାକାଟି

ଆଜି ହେଉଛି ରାଜ୍ୟ ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ । ଏହି ଦିବସରେ ନିମନ୍ତ୍ରଣକୁ ନେଇ ରାଜନୀତି ଆରମ୍ଭ ହୋଇଛି । ନିମନ୍ତ୍ରଣକୁ ନେଇ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ମେୟର ସୁଲୋଚନା ଦାସଙ୍କ ମଧ୍ୟରେ କଥାକଟି ହୋଇଛି ।…

Metro Rail Project in BBSR: ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ବନ୍ଦ ନିଷ୍ପତ୍ତିର ପୁନର୍ବିଚାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଚିଠି

ଭୁବନେଶ୍ୱର ମେଟ୍ରୋ ବର୍ଦ୍ଧିତ ଜନସାଧାରଣଙ୍କ ଚାହିଦା ଏବଂ ସହରର ଦ୍ରୁତ ସହରାଞ୍ଚଳ ପ୍ରସାରଣକୁ ଉଲ୍ଲେଖ କରି ସାଂସଦ ଅପରାଜିତା ଷଡ଼ଙ୍ଗୀ ଓଡ଼ିଶା ସରକାରଙ୍କୁ ଭୁବନେଶ୍ୱରରେ ପ୍ରସ୍ତାବିତ ମେଟ୍ରୋ ରେଳ ପ୍ରକଳ୍ପ ବନ୍ଦ କରିବାର ନିଷ୍ପତ୍ତି ପୁନର୍ବିଚାର କରିବାକୁ ଅନୁରୋଧ କରିଛନ୍ତି। ଭୁବନେଶ୍ୱର…

ଏଫ୍‌ଏମ୍‌ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ସରକାରଙ୍କ କାର୍ଯ୍ୟାନୁଷ୍ଠାନ ନେଇ ତଥ୍ୟ ରଖିଲେ ଅପରାଜିତା ଷଡ଼ଙ୍ଗୀ

ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାରେ ଗତକାଲି ବିଜେଡି ର ବାଲେଶ୍ୱର ବନ୍ଦ ସହ ଲୋକସେବା ଭବନ ଘେରାଉ ପରେ ଆଜି କଂଗ୍ରେସର ଓଡିଶା ବନ୍ଦ ଡାକରାକୁ ନେଇ ପ୍ରତିକ୍ରିୟା ରହିଛି ବିଜେପି । ଭୁବନେଶ୍ୱର…

ରାଜଧାନୀ ପ୍ରତିଷ୍ଠା ଦିବସରେ ଯୋଗ ଦେଲେନି ଅପରାଜିତା ଷଡ଼ଙ୍ଗୀ; ଟାର୍ଗେଟ କଲେ ଭୁବନେଶ୍ବର ମେୟର

ଆଜି ୭୭ ବର୍ଷରେ ପାଦ ଥାପିଛି ଓଡ଼ିଶାର ରାଜଧାନୀ ଭୁବନେଶ୍ୱର । ୧୯୪୮ ମସିହା ଆଜିର ଦିନରେ ଓଡ଼ିଶାର ରାଜଧାନୀ ହୋଇଥିଲା ଭୁବନେଶ୍ୱର । ଏହି ରାଜଧାନୀ ପ୍ରତିଷ୍ଠା ଦିବସରେ ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଅନୁପସ୍ଥିତିକୁ ନେଇ ଟାର୍ଗେଟ କରିଛନ୍ତି ଭୁବନେଶ୍ବର…

ମଞ୍ଚେଶ୍ୱର ରେଳ ଷ୍ଟେସନରେ ଅଟକିବ ତିନୋଟି ପ୍ରମୁଖ ଟ୍ରେନ୍

ମଞ୍ଚେଶ୍ୱର ରେଳ ଷ୍ଟେସନରେ ତିନୋଟି ପ୍ରମୁଖ ଟ୍ରେନ୍ ଅଟକିବା ପାଇଁ ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱରବାସୀ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ଅନୁରୋଧ କରି ଆସୁଥିଲେ । ଭାରତୀୟ ରେଳବାଇ ଅପରାଜିତା ଷଡ଼ଙ୍ଗୀଙ୍କ ଅନୁରୋଧକୁ ଆଜି ଗ୍ରହଣ କରିଛି । କୋଣାର୍କ ଏକ୍ସପ୍ରେସ୍, ବିଶାଖା…

ସଂସଦରେ ବ୍ୟାଗ୍ ରାଜନୀତି; ଅପରାଜିତା ଷଡ଼ଙ୍ଗୀ ପ୍ରିୟଙ୍କା ଗାନ୍ଧୀଙ୍କୁ ଦେଲେ ୧୯୮୪ ଲେଖା ବ୍ୟାଗ୍

ଆଜି ସଂସଦରେ ବିଜେପିର ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ କଂଗ୍ରେସ ସାଂସଦ ପ୍ରିୟଙ୍କା ଗାନ୍ଧୀଙ୍କୁ ଏକ ବ୍ୟାଗ୍ ଉପହାର ଦେଇଛନ୍ତି। ଯେଉଁଥିରେ ଲେଖାଯାଇଛି ୧୯୮୪ ଓ ବନ୍ଧୁକ ଚିତ୍ର ମଧ୍ୟ ରହିଛି। ଏହା ୧୯୮୪ ଶିଖ୍ ଦଙ୍ଗାକୁ ମନେ ପକାଇ ଦେଇଛି।…

ଲୋକସଭା ପବ୍ଲିକ ଆକାଉଣ୍ଟ କମିଟିର ସଦସ୍ୟ ଭାବେ ନିର୍ବାଚିତ ହେଲେ ଅପରାଜିତା ଷଡ଼ଙ୍ଗୀ

ଲୋକସଭା ପବ୍ଲିକ ଆକାଉଣ୍ଟ କମିଟିର ସଦସ୍ୟ ଭାବେ ନିର୍ବାଚିତ ହୋଇଛନ୍ତି ଭୁବନେଶ୍ଵର ସାଂସଦ ଅପରାଜିତା ଷଡ଼ଙ୍ଗୀ । ପବ୍ଲିକ ଆକାଉଣ୍ଟ ସଂସଦୀୟ କମିଟିରେ ଉଭୟ ସଦନ ରାଜ୍ୟସଭା ଓ ଲୋକସଭାରେ ମୋଟ୍ ୧୫ ଜଣ ସଦସ୍ୟ ନିର୍ବାଚିତ ହୋଇଥିବା ବେଳେ ସେଥିମଧ୍ୟରୁ…

ଏସିଆ ପାସିଫିକ୍ ଗ୍ରୁପ୍ ଆଇପିୟୁ ଉପସଭାପତି ହେଲେ ସାଂସଦ ଅପରାଜିତା ଷଡଙ୍ଗୀ

ଭୁବନେଶ୍ବରର ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ ହେଲେ ଏସିଆ ପାସିଫିକ୍ ଗ୍ରୁପ୍ ଆଇପିୟୁ ଉପସଭାପତି। ଅପରାଜିତା ଷଡଙ୍ଗୀ ଅନ୍ତଃସଂସଦୀୟ ୟୁନିୟନ ( ଆଇପିୟୁ)ର କାର୍ଯ୍ୟକାରିଣୀ କମିଟି ଦ୍ଵାରା ମନୋନୀତ ହୋଇଥିବା ସୂଚନା ମିଳିଛି। ବାଚସ୍ପତି ଓମ୍ ବିର୍ଲାଙ୍କ ଜରିଆରେ ସୂଚନା ପାଇଥିବା…

ବୁଥ ରିଗିଂ ଆଶଙ୍କାରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଅପରାଜିତା

ରାଜ୍ୟରେ ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ ମତଦାନ, ପ୍ରଚାର ସାଙ୍ଗକୁ ପ୍ରସ୍ତୁତି ସରିଛିବି। ତୃତୀୟ ପର୍ଯ୍ୟାୟରେ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ଏହି ୬ ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନରେ ଥିବା ୪୨ ଆସନ ପାଇଁ ମତଦାନ…

୪୮ ଘଣ୍ଟା ଭିତରେ ପ୍ରମାଣ ଦେଇପାରିଲେନି ମୁଖ୍ୟମନ୍ତ୍ରୀ: ଅପରାଜିତା

ଆଜି ସାମ୍ବାଦିକ ସମ୍ମିଳନୀ କରି ଅପରାଜିତା ଷଡଙ୍ଗୀ କହିଛନ୍ତି ଲିଙ୍ଗରାଜ ମନ୍ଦିର ବିକାଶକୁ ବିରୋଧ ପ୍ରସଙ୍ଗରେ ମିଛ କହୁଛନ୍ତି ମୁଖ୍ୟମନ୍ତ୍ରୀ । ଲିଙ୍ଗରାଜ ମନ୍ଦିର ପ୍ରକଳ୍ପ କାମକୁ ବିରୋଧ କରୁଥିବା ନେଇ ଗତ କିଛିଦିନ ତଳେ ମୁଖ୍ୟମନ୍ତ୍ରୀ ଏକ ଭିଡିଓ ବାର୍ତ୍ତା…