Tag: Apartment

ଚୋରଙ୍କ କବଳରୁ ଆପାର୍ଟମେଣ୍ଟକୁ ଜଗିବ ଆଇପି କ୍ୟାମେରା

ଦିନକୁ ଦିନ ଟୁଇନସିଟିରେ ଥିବା ଆପାର୍ଟମେଣ୍ଟରେ ବଢ଼ିବାରେ ଲାଗିଛି ଚୋରି ମାମଲା । ଏହାକୁ ରୋକିବା ପାଇଁ ସମସ୍ତ ଆପାର୍ଟମେଣ୍ଟର ପ୍ରବେଶ ଓ ପ୍ରସ୍ଥାନ ଦ୍ବାରରେ ଏଣିକି ଲାଗିବ କ୍ୟାମେରା । ଏବେ ଆପାର୍ଟମେଣ୍ଟକୁ ଜଗିବ କ୍ୟାମେରା । ଟୁଇନସିଟିର ସମସ୍ତ…