ତାଜା ଖବର ରାଜ୍ୟ Odisha Cabinet: ରାଜ୍ୟ କ୍ୟାବିନେଟରେ ୯ଟି ବିଭାଗର ୧୨ ପ୍ରସ୍ତାବ ଉପରେ ବାଜିଲା ମୋହର November 21, 2025 Papirani ସରିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ଲୋକସେବା ଭବନର ସମ୍ମିଳନୀ କକ୍ଷରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କ୍ୟାବିନେଟର ୩୦ତମ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ୯ଟି ବିଭାଗର ୧୨ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିଛି।…