Tag: Archana Nag

ଅର୍ଚ୍ଚନା ନାଗଙ୍କ ଓକିଲାତି ଲାଇସେନ୍ସ ସାମୟିକ ଭାବେ ନିଲମ୍ବିତ

ଅର୍ଚ୍ଚନା ନାଗଙ୍କ ଓକିଲାତି ଲାଇସେନ୍ସ ସାମୟିକ ଭାବେ ନିଲମ୍ବିତ କରାଯାଇଛି । ଲାଇସେନ୍ସ ନିଲମ୍ବନ ନେଇ ଆଇନଜୀବୀ ପରିଷଦ ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି । ଲାଇସେନ୍ସ ଆବେଦନ ଫର୍ମରେ ତ୍ରୂଟିପୂର୍ଣ୍ଣ ତଥ୍ୟ ଦେଇଥିବା ଅଭିଯୋଗ ହୋଇଛି । ପୂର୍ବରୁ ଓଡ଼ିଶା…

ଅର୍ଚ୍ଚନା ନାଗ୍‌ଙ୍କ ବିଳାସପୂର୍ଣ୍ଣ ଘର ସିଲ୍ କଲା ଇଡି

ଅର୍ଚ୍ଚନା ନାଗ ମାମଲା ଏବେ ନୂଆ ମୋଡ଼ ନେଇଛି । ଅର୍ଚ୍ଚନାଙ୍କ ପଳାଶୁଣି ସତ୍ୟବିହାର ଘର ସିଲ୍‌ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) । ଅର୍ଚ୍ଚନା ନାଗ ଇଡି ନିର୍ଦ୍ଦେଶ ଅବମାନନା କରିଥିବା ଅଭିଯୋଗରେ ମନି ଲଣ୍ଡରିଂ ଆକ୍ଟ ୨୦୦୨ ଅଧୀନରେ…

ଅର୍ଚ୍ଚନା ନାଗ ଓ ତାଙ୍କ ପୁଅଙ୍କୁ ହତ୍ୟାଧମକ; ସ୍ବାମୀ ଜଗବନ୍ଧୁ ଚାନ୍ଦ ଥାନାରେ ଅଟକ

ଅର୍ଚ୍ଚନା ନାଗ ଓ ତାଙ୍କ ପୁଅକୁ ସ୍ବାମୀ ଜଗବନ୍ଧୁଙ୍କ ହତ୍ୟା ଉଦ୍ୟମ ଅଭିଯୋଗ । ରାତି ଅଧରେ ଅର୍ଚ୍ଚନା ଓ ତାଙ୍କ ପୁଅଙ୍କୁ ସ୍ବାମୀ ଜଗବନ୍ଧୁ ମାରଣାସ୍ତ୍ରରେ ଆକ୍ରମଣ ସହ ଜୀବନରୁ ମାରିଦେବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି । ଏହାପରେ…

ବିଜେଡି ଉପରେ ବର୍ଷିଲେ ଅର୍ଚ୍ଚନା ନାଗ୍

ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଲିଖିତ ଅଭିଯୋଗ ଦେବା ପରେ ଆଜି ପ୍ରେସମିଟ୍ କରି ବିଜେଡି ଉପରେ ବର୍ଷିଛନ୍ତି ଅର୍ଚ୍ଚନା ନାଗ । କିଛି ଆଗ ଧାଡ଼ିର ବିଜେଡି ନେତା ଓ ବରିଷ୍ଠ ପୋଲିସ ଅଧିକାରୀ ତାଙ୍କୁ ପଛରୁ…

ଅର୍ଚ୍ଚନା ନାଗ୍‌ଙ୍କୁ ଷ୍ଟେଟ୍‌ ବାର୍‌ କାଉନସିଲ୍‌ ପକ୍ଷରୁ କାରଣ ଦର୍ଶାଅ ନୋଟିସ୍‌

ପୁଣି ଚର୍ଚ୍ଚାରେ ଅର୍ଚ୍ଚନା ନାଗ । ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗଙ୍କୁ ଷ୍ଟେଟ୍‌ ବାର୍‌ କାଉନସିଲ୍‌ ପକ୍ଷରୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି । ସୂଚନା ଅନୁଯାୟୀ ଅର୍ଚ୍ଚନା ଓକିଲାତି ଲାଇସେନ୍ସ ପାଇଁ ଦେଇଥିବା ଆବେଦନରେ ତାଙ୍କ ନାଁରେ ଥିବା ଫୌଜଦାରୀ…