Tag: Arrest Warrant

Arrest Warrant Against Higher Education Secretary: ଉଚ୍ଚଶିକ୍ଷା ସଚିବଙ୍କ ବିରୋଧରେ ଗିରଫ ପରୱାନା ଜାରି

ଉଚ୍ଚଶିକ୍ଷା ସଚିବ ଅରବିନ୍ଦ ଅଗ୍ରୱାଲଙ୍କ ବଢିଲା ଅଡୁଆ। କୋର୍ଟଙ୍କ ନିର୍ଦ୍ଦେଶ ପାଳନ ନକରି ଅଡୁଆରେ ଆଇଏଏସ୍ ଅରବିନ୍ଦ ଅଗ୍ରୱାଲ । ତାଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ । କୁଜଙ୍ଗ କଲେଜର ଜଣେ ଅବସରପ୍ରାପ୍ତ ରିଡର ତପନ ପଟ୍ଟନାୟକଙ୍କ…