ତାଜା ଖବର ରାଜନୀତି ରାଜ୍ୟ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣା: ୧୦ ଜଣ ଗିରଫ November 21, 2024 Papirani ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କୁ ଆକ୍ରମଣ ଘଟଣାକୁ ଗୁରୁତ୍ବର ସହିତ ନେଉଛନ୍ତି ରାଜ୍ୟ ସରକାର । ଏହି ଘଟଣାରେ ସଂପୃକ୍ତ ୧୦ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଯାଜପୁର ପୋଲିସ । ବିଧାୟକଙ୍କ ପିଏସ୍ଓଙ୍କ ଏତଲା ଆଧାରରେ ଏହି ୧୦…
ତାଜା ଖବର ରାଜ୍ୟ ବ୍ରହ୍ମପୁରରେ ଅଷ୍ଟମ ଫେଲ୍ ନକଲି ଡାକ୍ତର ଗିରଫ November 15, 2024 Papirani ବ୍ରହ୍ମପୁରରେ ନକଲି ଡାକ୍ତରକୁ ଗିରଫ କରିଛି ଟାଉନ ଥାନା ପୁଲିସ । ଗିରଫ ଡାକ୍ତର ଜଣକ ହେଲେ ପଶ୍ଚିମବଙ୍ଗର ଡ. ଉତ୍ପଲ ବାଲା ସେ ସିଟି ହସ୍ପିଟାଲ ନିକଟରେ କ୍ଲିନିକ୍ କରିଥିଲେ । ଅଭିଯୋଗ ହେବା ପରେ ଟାଉନ ଥାନା କେସ…
ତାଜା ଖବର ରାଜ୍ୟ ଦୁଷ୍କର୍ମ ଅଭିଯୋଗରେ ବନ୍ଧା ହେଲେ ଯୋଗାଣ ସହାୟକ November 11, 2024 Papirani ବିଧବା ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଯୋଗାଣ ସହାୟକଙ୍କୁ ଛତିଶଗଡ଼ରୁ ଗିରଫ। ଗିରଫ ଅଭିଯୁକ୍ତ ହେଲେ ବଲାଙ୍ଗିର ଆଗଲପୁର ବ୍ଲକ ବୁଦୁଲା ପଞ୍ଚଯାତର ଯୋଗାଣ ସହାୟକ ଗିରିଶଚନ୍ଦ୍ର ସାହୁ । ଦୁଷ୍କର୍ମ ଓ ନିର୍ଯାତନା ମାମଲାରେ ଗିରଫ କଲା ଆଗଲପୁର ପୋଲିସ ।…
ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟପାଳଙ୍କ ପୁଅର ଗିରଫ ଦାବି: ରାଜଭବନ ଘେରାଉ କରିବାକୁ ଯିବା ବେଳେ କଂଗ୍ରେସ କର୍ମୀ ଓ ପୋଲିସ ମୁହାଁମହିଁ October 7, 2024 Papirani ରାଜ୍ୟପାଳ ରଘୁବର ଦାସଙ୍କ ପୁଅର ଗିରଫ ଦାବିରେ ଆଜି ପୁଣି ତେଜିଛନ୍ତି ଯୁବ ଏବଂ ଛାତ୍ର କଂଗ୍ରେସ କର୍ମୀ । ରାଜ୍ୟପାଳଙ୍କ ପୁଅର ଗିରଫ ଦାବିରେ ବିକ୍ଷୋଭ ପ୍ରଦର୍ଶନ କରି ରାଜଭବନ ଘେରାଉ ପାଇଁ ଯିବା ବେଳେ ମୁହାଁମହିଁ ହୋଇଛନ୍ତି କଂଗ୍ରେସ…
ତାଜା ଖବର ରାଜ୍ୟ ଭଦ୍ରକରେ ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟ କରିଥିବା ଯୁବକ ଗିରଫ September 28, 2024 Papirani ଭଦ୍ରକରେ ସୋସିଆଲ ମିଡିଆରେ ଆପତ୍ତିଜନକ ପୋଷ୍ଟ କରିଥିବା ଯୁବକକୁ ଗିରଫ କରାଯାଇଛି । ଭଦ୍ରକରୁ ଯୁବକ ଗିରଫ ହୋଇଥିବା ନେଇ ଭଦ୍ରକ ଏସ୍ପି ସୂଚନା ଦେଇଛନ୍ତି। ଏହା ସହ ବିବାଦୀୟ ପୋଷ୍ଟକୁ ନେଇ ତୁମୁଳକାଣ୍ଡ ଘଟେଇଥିବା ୮ ଅଭିଯୁକ୍ତଙ୍କୁ ଗିରଫ କରିଛି…
ତାଜା ଖବର ରାଜ୍ୟ ଗିରଫ ହେଲେ କେନ୍ଦୁଝର ଜେଲ୍ ଅଧୀକ୍ଷକ ସତ୍ୟପ୍ରକାଶ ସ୍ବାଇଁ September 7, 2024 Papirani ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ କେନ୍ଦୁଝର ଜେଲ୍ ଅଧୀକ୍ଷକ ସତ୍ୟପ୍ରକାଶ ସ୍ବାଇଁ । ଗତକାଲି ଭିଜିଲାନ୍ସ ସତ୍ୟପ୍ରକାଶଙ୍କ କେନ୍ଦୁଝର ସରକାରୀ ବାସଭବନ ସମେତ ରାଜ୍ୟର ୭ଟି ସ୍ଥାନରେ ଚଢ଼ଉ କରି ତାଙ୍କର ବିପୁଳ ସଂପତ୍ତି ଠାବ କରିଛି।…
ତାଜା ଖବର ଦେଶ ରାଜନୀତି ଆପ୍ ବିଧାୟକ ଅମାନତୁଲ୍ଲା ଖାନ ଗିରଫ September 2, 2024 Papirani ଦିଲ୍ଲୀ ୱାକଫ୍ ଚାକିରି ଅନିୟମିତତା ମାମଲାରେ ଗିରଫ । ଦୀର୍ଘ ଘଣ୍ଟାର ରେଡ୍ ପରେ ଅମାନତୁଲ୍ଲା ଗିରଫ ।ଦିଲ୍ଲୀ ବାସଭବନରେ ସକାଳୁ ରେଡ୍ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) । ସୂଚନା ମୁତାବକ; ୨୦୧୮ରୁ ୨୦୨୨ ଭିତରେ ଦିଲ୍ଲୀ ୱାକ୍ଫ ବୋର୍ଡର…
ତାଜା ଖବର ରାଜ୍ୟ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ସିଏଚ୍ଏସ୍ଇ ରେକର୍ଡ ସପ୍ଲାୟର୍ August 29, 2024 Papirani ସିଏଚଏସଇ ରେକର୍ଡ ସପ୍ଲାୟର୍ସ ପୁରେନ୍ଦ୍ର ସେଠୀ ଗିରଫ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଦୁଇ ଦିନ ଧରି ପୁରେନ୍ଦ୍ରଙ୍କ ଘରେ ଛାନଭିନ୍ କରିବା ପରେ ତାଙ୍କ ନିକଟରୁ ବିପୁଳ ପରିମାଣର ସମ୍ପତ୍ତି ଜବତ ହୋଇଥିବା…
ତାଜା ଖବର ରାଜ୍ୟ ଗିରଫ ହେଲେ ଓଏସଆରଟିସିର ମୁଖ୍ୟ ଆକାଉଣ୍ଟସ୍ ଅଫିସର୍ ବିଜୟ କୁମାର ମଙ୍ଗରାଜ August 24, 2024 Papirani ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ରାଜ୍ୟ ସଡ଼କ ଏବଂ ପରିବହନ ନିଗମ(ଓଏସଆରଟିସି)ର ମୁଖ୍ୟ ଆକାଉଣ୍ଟସ୍ ଅଫିସର୍ ବିଜୟ କୁମାର ମଙ୍ଗରାଜଙ୍କୁ ଗିରଫ କଲା ଭିଜିଲାନ୍ସ । ୧୯୯୧ ରୁ ଚାକିରୀ କରିଥିବା ବିଜୟ କୁମାର ମଙ୍ଗରାଜ ୨୦୨୫ ରେ…
ତାଜା ଖବର ରାଜ୍ୟ ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ଗିରଫ ହେଲେ ଆରଆଇ ଓ ଅମିନ August 20, 2024 Papirani ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ ଓ ବାବୁଆଣୀ । ସାଲୋହି ଗ୍ରାମର ଶିବ ଚରଣ କଉଡ଼ିଙ୍କ ଠାରୁ ଜମିଜମା କାଗଜପତ୍ର କରି ଦେବା ସହ ପଟ୍ଟା ପ୍ରଦାନ ପାଇଁ ୭ ହଜାର ଟଙ୍କା ଲାଞ୍ଚ ନେବା ପଡ଼ିଲା ମହଙ୍ଗା ।…