Tag: Arrest

ଆପ୍ ବିଧାୟକ ଅମାନତୁଲ୍ଲା ଖାନ ଗିରଫ

ଦିଲ୍ଲୀ ୱାକଫ୍ ଚାକିରି ଅନିୟମିତତା ମାମଲାରେ ଗିରଫ । ଦୀର୍ଘ ଘଣ୍ଟାର ରେଡ୍ ପରେ ଅମାନତୁଲ୍ଲା ଗିରଫ ।ଦିଲ୍ଲୀ ବାସଭବନରେ ସକାଳୁ ରେଡ୍ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) । ସୂଚନା ମୁତାବକ; ୨୦୧୮ରୁ ୨୦୨୨ ଭିତରେ ଦିଲ୍ଲୀ ୱାକ୍‌ଫ ବୋର୍ଡର…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ସିଏଚ୍‌ଏସ୍‌ଇ ରେକର୍ଡ ସପ୍ଲାୟର୍

ସିଏଚଏସଇ ରେକର୍ଡ ସପ୍ଲାୟର୍ସ ପୁରେନ୍ଦ୍ର ସେଠୀ ଗିରଫ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଦୁଇ ଦିନ ଧରି ପୁରେନ୍ଦ୍ରଙ୍କ ଘରେ ଛାନଭିନ୍ କରିବା ପରେ ତାଙ୍କ ନିକଟରୁ ବିପୁଳ ପରିମାଣର ସମ୍ପତ୍ତି ଜବତ ହୋଇଥିବା…

ଗିରଫ ହେଲେ ଓଏସଆରଟିସିର ମୁଖ୍ୟ ଆକାଉଣ୍ଟସ୍ ଅଫିସର୍ ବିଜୟ କୁମାର ମଙ୍ଗରାଜ

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ରାଜ୍ୟ ସଡ଼କ ଏବଂ ପରିବହନ ନିଗମ(ଓଏସଆରଟିସି)ର ମୁଖ୍ୟ ଆକାଉଣ୍ଟସ୍ ଅଫିସର୍ ବିଜୟ କୁମାର ମଙ୍ଗରାଜଙ୍କୁ ଗିରଫ କଲା ଭିଜିଲାନ୍ସ । ୧୯୯୧ ରୁ ଚାକିରୀ କରିଥିବା ବିଜୟ କୁମାର ମଙ୍ଗରାଜ ୨୦୨୫ ରେ…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ଗିରଫ ହେଲେ ଆରଆଇ ଓ ଅମିନ

ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ ଓ ବାବୁଆଣୀ । ସାଲୋହି ଗ୍ରାମର ଶିବ ଚରଣ କଉଡ଼ିଙ୍କ ଠାରୁ ଜମିଜମା କାଗଜପତ୍ର କରି ଦେବା ସହ ପଟ୍ଟା ପ୍ରଦାନ ପାଇଁ ୭ ହଜାର ଟଙ୍କା ଲାଞ୍ଚ ନେବା ପଡ଼ିଲା ମହଙ୍ଗା ।…