Tag: Arrested

ପାଣ୍ଡିଆନଙ୍କ ବିରୋଧରେ ଇଡିରେ ଅଭିଯୋଗ କଲେ ଶ୍ରୀଜଗନ୍ନାଥ ସେନା, ଗିରଫ ଦାବି

ବିଜେଡ଼ି ନେତା ଭିକେ ପାଣ୍ଡିଆନ୍‌ଙ୍କ ବିରୋଧରେ ଇଡ଼ିରେ ଅଭିଯୋଗ ହୋଇଛି। ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଏହି ଅଭିଯୋଗ ହୋଇଛି। ଓଡ଼ିଆ ଅସ୍ମିତାକୁ ନଷ୍ଟ କରିଥିବା ଏବଂ ଓଡ଼ିଶାରୁ ୫୦ ହଜାର କୋଟି ଲୁଟି ନେଇଥିବା ଅଭିଯୋଗରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କୁ…

ମହିଳାଙ୍କୁ ବ୍ଲାକମେଲ ଅଭିଯୋଗରେ ୟୁଟ୍ୟୁବର ଗିରଫ

ମହିଳାଙ୍କୁ ବ୍ଲାକମେଲ ଅଭିଯୋଗରେ ୟୁଟ୍ୟୁବର ଚନ୍ଦନ କର ଗିରଫ କରାଯାଇଛି। ଭୁବନେଶ୍ବର ମହିଳା ଥାନା ପୁଲିସ ୟୁଟ୍ୟୁବର ଚନ୍ଦନ କରଙ୍କୁ ଗିରଫ କରିଛି। ଅନ୍ତରଙ୍ଗ ଭିଡିଓକୁ ମହିଳାଙ୍କ ସ୍ୱାମୀଙ୍କୁ ଦେଖାଇବେ କହି ବ୍ଲାକମେଲ୍ କରୁଥିବା ଅଭିଯୋଗରେ ଗିରଫ ହୋଇଥିବା ସୂଚନା ।…

ଅହମ୍ମଦାବାଦ ବିମାନ ବନ୍ଦରରୁ ଗିରଫ ହେଲେ ୪ ଆତଙ୍କବାଦୀ

ଅହମ୍ମଦାବାଦ ବିମାନବନ୍ଦରରୁ ୪ଜଣ ଇସଲାମିକ୍ ଷ୍ଟେଟ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି । ଗୁଜରାଟ ଆଣ୍ଟି-ଟେରୋର୍ ସ୍କ୍ୱାର୍ଡ (ATS) ଅହମଦାବାଦ ବିମାନବନ୍ଦରରୁ ସେମାନଙ୍କୁ ଗିରଫ କରିଛି।ଅହମଦାବାଦ ବିମାନବନ୍ଦରକୁ ବୋମା ପକାଇ ଉଡ଼ାଇ ଦେବାର ଧମକ ମିଳିବାର କିଛି ଦିନ ପରେ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ…