Tag: Arun Sahoo

Odisha Adarsha Vidyalaya: ଆଦର୍ଶ ବିଦ୍ୟାଳୟରେ ବିଧାୟକ ଓ ସାଂସଦଙ୍କ କୋଟା ବନ୍ଦ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅରୁଣ ସାହୁଙ୍କ ଚିଠି

ଆଦର୍ଶ ବିଦ୍ୟାଳୟରେ ବିଧାୟକ ଓ ସାଂସଦଙ୍କ କୋଟା ବନ୍ଦ ଦାବି । ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଜେଡି ବିଧାୟକ ଅରୁଣ ସାହୁ । ବିଧାୟକ, ସାଂସଦ ଓ ଜିଲ୍ଲାପାଳଙ୍କ ୨ଟି ଲେଖାଏଁ କୋଟା ବନ୍ଦ ପାଇଁ ଚିଠି ଲେଖାଯାଇଛି। ସେ…

ପାଣ୍ଡିଆନଙ୍କ ନାଁ ନନେଇ ଟାର୍ଗେଟ କଲେ ଅରୁଣ ସାହୁ

ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଅରୁଣ ସାହୁଙ୍କ ମନ୍ତବ୍ୟକୁ ନେଇ ଚାରିଆଡେ ଚର୍ଚ୍ଚା । ନାଁ ନନେଇ ପାଣ୍ଡିଆନଙ୍କ ବସ୍ ରାଜ ଉପରେ ପରୋକ୍ଷରେ ବର୍ଷିଲେ ଅରୁଣ ସାହୁ । ପାଣ୍ଡିଆନଙ୍କ ହାକିମାତିକୁ ଭିନ୍ନ ଢଙ୍ଗରେ କଲେ ଟାର୍ଗେଟ ।…

ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ଅରୁଣ, ପୃଥ୍ୱୀରାଜ ମୁହାଁମୁହିଁ

ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ । ବିଜେପିକୁ ଟାର୍ଗେଟ୍ କରି ଅରୁଣ ସାହୁ କହିଛନ୍ତି ଗଣମାଧ୍ୟମରେ ଖାଲି ହତ୍ୟାର ଖବର । ଅପରାଧୀ ଜାଣିଲେଣି ଏହା ଦୁର୍ବଳ ସରକାର ତେଣୁ…

ରାଜ୍ୟସଭା ପ୍ରାର୍ଥିଙ୍କୁ ନେଇ ପ୍ରଶ୍ନ ଉଠାଇଲା ବିଜେଡି

ରାଜ୍ୟସଭା ଉପନିର୍ବାଚନ ପାଇଁ ଦଳୀୟ ପ୍ରାର୍ଥୀ ହିସାବରେ ମମତା ମହାନ୍ତ ପ୍ରାର୍ଥିପତ୍ର ଦାଖଲ କରିଥିବାବେଳେ ବିଜେପି ନେତା ଜଗନ୍ନାଥ ପ୍ରଧାନ ମଧ୍ଯ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ମମତା ରାଜ୍ଯସଭାରୁ ପ୍ରାର୍ଥୀ ହେବେ ବୋଲି ବିଜେପି ସଂସଦୀୟ କମିଟି ଗତକାଲି ଘୋଷଣା…

ବିଧାୟକ ଅରୁଣ ସାହୁଙ୍କୁ ହାଇକୋର୍ଟର ନୋଟିସ

ଚାଳିତବର୍ଷ ନୟାଗଡ଼ ବିଧାନସଭା ନିର୍ବାଚନ ଅନିୟମିତତା ହୋଇଥିବା ଅଭିଯୋଗକୁ ଆଧାରକରି ହାଇକୋର୍ଟରେ ମାମଲା ଦାଏର ପରେ ବିଜେଡି ବିଧାୟକ ଅରୁଣ ସାହୁଙ୍କୁ ଜାରି ହୋଇଛି ନୋଟିସ । ନିର୍ବାଚନ ସତ୍ୟପାଠରେ ଭୁଲ ତଥ୍ୟ ଦେଇଥିବା ଅଭିଯୋଗ ପରେ ବିଧାୟକ ଅରୁଣ ସାହୁଙ୍କୁ…

ଅରୁଣଙ୍କ ପତ୍ତା କାଟିଲେ ବବି!

ବିଜେଡି ସତ୍ତା ହରାଇବା ପଛରେ ଭି.କେ. ପାଣ୍ଡିଆନ ଓ ପ୍ରଣବ ପ୍ରକାଶ ଦାସଙ୍କୁ (ବବି ଦାସ)ଙ୍କୁ ମଧ୍ୟ ଲୋକ ଦାୟୀ କରୁଛନ୍ତି। କାରଣ ଏମାନେ ହିଁ ଦଳର ମୁଖ୍ୟ ଥିଲେ। ପାଣ୍ଡିଆନ ନେତୃତ୍ୱ ନେଉଥିବା ବେବେ ବବି ତାଙ୍କୁ ସବୁ କାମରେ…