ତାଜା ଖବର ରାଜନୀତି ରାଜ୍ୟ ଓଡ଼ିଆ ଅସ୍ମିତାକୁ ନେଇ ବିଧାନସଭାରେ ମୁହାଁମୁହିଁ ହେଲେ ଅରୁଣ ସାହୁ ଓ ସୂର୍ଯ୍ୟବଂଶୀ February 14, 2025 Papirani ଗୃହରେ ଉଠିଲା ଓଡ଼ିଆ ଅସ୍ମିତା ଝଡ । ଓଡ଼ିଆ ଅସ୍ମିତାକୁ ନେଇ ମୁହାଁମୁହିଁ ହେଲେ ବିରୋଧୀ ଦଳର ବିଧାୟକ ଅରୁଣ ସାହୁ ଏବଂ କ୍ରୀଡ଼ା ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ । ଆଜି ବିଧାନସଭାରେ ବିଧାୟକ ଅରୁଣ ସାହୁ ଲିଖିତ ପ୍ରଶ୍ନ…