ତାଜା ଖବର ରାଜ୍ୟ ଓପିଏସସି ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ବରିଷ୍ଠ ଆଇପିଏସ ଅରୁଣ ଷଡ଼ଙ୍ଗୀ October 8, 2024 Papirani ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସସି) ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ୧୯୯୦ ବ୍ୟାଚର ଆଇପିଏସ୍ ଅରୁଣ କୁମାର ଷଡ଼ଙ୍ଗୀ । ୬ ବର୍ଷ ପାଇଁ ଆୟୋଗରେ ନିଜର ଦାୟିତ୍ୱ ତୁଲାଇବେ ଅରୁଣ ଷଡ଼ଙ୍ଗୀ। ଆଜି ଲୋକସେବା ଭବନ ସେ ଡଃ…