Tag: Arvind kejriwal

କେଜରିଓ୍ବାଲଙ୍କୁ ୩ଦିନିଆ ରିମାଣ୍ଡ ନେବ ସିବିଆଇ

ଦିନକୁ ଦିନ ସମସ୍ୟା ଭିତରେ ପଶି ଯାଉଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ । ଏବେ ତାଙ୍କୁ ଅବକାରୀ ଦୁର୍ନୀତି ମାମଲାରେ ଗିରଫ କରିଛି ସିବିଆଇ । ସିବିଆଇ ରାଉସ ଆଭେନ୍ୟୁ କୋର୍ଟରେ ହାଜର ହେବା ପରେ କେଜ୍‌ରିୱାଲଙ୍କ କୋର୍ଟରୁ ନ୍ୟାୟିକ…

ବିଗିଡ଼ିଲା କେଜରିୱାଲଙ୍କ ସ୍ୱାସ୍ଥ୍ୟ

ବୁଧବାର ମଦ ଦୁର୍ନୀତି ମାମଲାରେ ସିବିଆଇ କେଜ୍‌ରିୱାଲଙ୍କୁ ବିଧିବଦ୍ଧ ଭାବେ ଗିରଫ କରିଛି। କୋର୍ଟରେ ଶୁଣାଣି ଚାଲୁଥିବା ବେଳେ ବିଗିଡିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ସ୍ବାସ୍ଥ୍ୟାବସ୍ଥା। ତାଙ୍କର ସୁଗାର ଲେବଲ ହ୍ରାସ ପାଇଛି । ତାଙ୍କୁ ଅନ୍ୟ ଏକ କୋଠରୀରେ…

ଜେରା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଗିରଫ କଲା ସିବିଆଇ

ମଦ ଦୁର୍ନୀତି ଅଭିଯୋଗରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗତକାଲି ତିହାର ଜେଲରେ ଜେରା କଲା ପରେ ଆଜି ଗିରଫ କରିଛି ସିବିଆଇ। ବୁଧବାର ସୁପ୍ରିମକୋର୍ଟରେ କେଜରିୱାଲଙ୍କ ଜାମିନ ଶୁଣାଣି ହେବାର ଥିବା ବେଳେ ମଦ ଦୁର୍ନୀତି ମାମଲାରେ ସିବିଆଇ ତାଙ୍କୁ…

ଜାମିନ ପାଇଁ ସୁପ୍ରିମକୋର୍ଟ ଗଲେ କେଜରିୱାଲ

ଅବକାରୀ ନୀତି ଦୁର୍ନୀତି ମାମଲାରେ ଟ୍ରାଏଲ କୋର୍ଟ ଜାମିନ ଦେଇଥିଲେ। କିନ୍ତୁ ହାଇକୋର୍ଟ ଏହା ଉପରେ ଅସ୍ଥାୟୀ ଭାବେ ରୋକ ଲଗାଇ ଦେଇଥିଲେ। ଏବେ ହାଇକୋର୍ଟଙ୍କ ବିରୋଧରେ ସୁପ୍ରିମକୋର୍ଟ ଯାଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ। ସେ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ପାଇଁ…

ଅରବିନ୍ଦ କେଜ୍ରିୱାଲଙ୍କ ଜାମିନ ଉପରେ ସାମୟିକ ରୋକ ଲଗାଇଲେ ହାଇକୋର୍ଟ

ମଦ ଦୁର୍ନୀତି ମାମଲା ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ନିମ୍ନ ଅଦାଲତରୁ ଦିଆଯାଇଥିବା ଜାମିନ ହାଇକୋର୍ଟ ସାମୟିକ ସ୍ଥଗିତ ରଖିଛନ୍ତି। ଏହି ମାମଲାର ଶୁଣାଣି ପର୍ଯ୍ୟନ୍ତ ହାଇକୋର୍ଟ ଜାମିନ ନାମଞ୍ଜୁର କରିଛନ୍ତି। ଇଡି କେଜ୍ରିୱାଲଙ୍କୁ…

ଆଜି ଜେଲ୍‌ରୁ ବାହାରିବେ ଅରବିନ୍ଦ କେଜ୍‌ରିଓ୍ବାଲ

ମଦ ନୀତି ଦୁର୍ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଗୁରୁବାର ରାଉସ୍‌ ଆଭେନ୍ୟୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ତାଙ୍କୁ ୧ ଲକ୍ଷ ଟଙ୍କା ବ୍ୟକ୍ତିଗତ ବଣ୍ଡ ଜରିଆରେ ଜାମିନ ଦିଆଯାଇଛି। ସେ ଆଜି ତିହାର…

ଅରବିନ୍ଦ କେଜ୍ରିୱାଲଙ୍କୁ ଜାମିନ

ତିହାର ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଜାମିନ ମିଳିଛି। ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ସୂଚନା ଅନୁଯାୟୀ, କେଜ୍ରିୱାଲଙ୍କୁ ୧ ଲକ୍ଷ ଟଙ୍କାର ଜାମିନ ବଣ୍ଡରେ ଏହି ଜାମିନ ମିଳିଛି। ଏହା ପୂର୍ବରୁ…

ଆଜି ଜେଲକୁ ଫେରିବେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ

ନୂଆଦିଲ୍ଲୀ : ସୁପ୍ରିମକୋର୍ଟ ଦେଇଥିବା ୨୧ ଦିନିଆ ମଧ୍ୟବର୍ତ୍ତୀକାଳୀନ ଜାମିନର ଅବଧି ଶେଷ କରି ଆଜି ତିହାର ଜେଲକୁ ଫେରିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଆଜି ସମର୍ଥକଙ୍କ ସହ ସେ ଜେଲରେ ପହଞ୍ଚିବେ । ଜାମିନ ଅବଧିକୁ ୭…

ପୁଣି ନିରାଶ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ

ପୁଣି ନିରାଶ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ। ଦିଲ୍ଲୀ ମଦ ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଫସି ରହିଥିବା ଅରବିନ୍ଦ କେଜ୍ରିୱାଲ ଗତ ୨୪ ଘଣ୍ଟା ମଧ୍ୟରେ ତିନୋଟି ବଡ଼ ଝଟ୍‌କା ଲାଗିଛି। ମଙ୍ଗଳବାର ଦିନ ନିଜର…

ଗିରଫ ପରେ ଆଜି କୋର୍ଟରେ ହାଜର ହେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜରିୱାଲ

ବଢିଲା କେଜ୍ରିୱାଲଙ୍କ ଅଡ଼ୁଆ । ଇଡି ହେପାଜତରେ ରାତି କାଟିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ଗତ ରାତିରେ କେଜ୍ରିୱାଲଙ୍କୁ ଗିରଫ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଆଜି ସ୍ୱତନ୍ତ୍ର PMLA କୋର୍ଟରେ ତାଙ୍କୁ ହାଜର…