Tag: Arvind KKejriwal

କେଜରିୱାଲଙ୍କୁ ଅନ୍ତରୀଣ ଜାମିନ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ସୁପ୍ରିମକୋର୍ଟରୁ ମିଳିଛି ଆଶ୍ୱସ୍ତି। ଆଜି ସୁପ୍ରିମକୋର୍ଟ ତାଙ୍କୁ ଅନ୍ତରୀଣ ଜାମିନ ଦେଇଛନ୍ତି। ଦିଲ୍ଲୀ ଅବକାରୀ ନୀତିରେ ଅର୍ଥ ହେରଫେର ମାମଲାରେ ଜାମିନ ଦେଇଛନ୍ତି ସର୍ବୋଚ୍ଚ ଅଦାଲତ। ଇଡି ଗିରଫଦାରୀ ବିରୁଦ୍ଧରେ ସର୍ବୋଚ୍ଚ ଅଦାଲତର ଦ୍ୱାରସ୍ଥ ହୋଇଥିଲେ…