Tag: Asa Buliba Anganwadi Campaign

ଅଗଷ୍ଟ ୧ ରୁ ୧୧ ଯାଏଁ ରାଜ୍ୟରେ ହେବ ‘ଆସ ବୁଲିଯିବା ଅଙ୍ଗନବାଡ଼ି’ କାର୍ଯ୍ୟକ୍ରମ

ଅଗଷ୍ଟ ୧ ରୁ ୧୧ ଯାଏଁ ରାଜ୍ୟରେ ଚାଲିବ ‘ଆସ ବୁଲିଯିବା ଅଙ୍ଗନବାଡ଼ି’ କାର୍ଯ୍ୟକ୍ରମ । ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ଅଭିଭାବକ ଓ ସାଧାରଣ ଲୋକ ଅଙ୍ଗନବାଡ଼ି କେନ୍ଦ୍ର ଯାଇ ସ୍ଥିତି ପରଖିବେ…