Tag: Ashok Mahapatra

Ashok Mahapatra’s Body Reaches Bhubaneswar: ଭୁବନେଶ୍ୱରରେ ପହଞ୍ଚିଲା ଅଶୋକ ମହାପାତ୍ରଙ୍କ ପାର୍ଥିବ ଶରୀର

ପଦ୍ମଶ୍ରୀ ତଥା ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ଡା. ଅଶୋକ କୁମାର ମହାପାତ୍ରଙ୍କ ପାର୍ଥିବ ଶରୀର ଭୁବନେଶ୍ୱରରେ ପହଞ୍ଚିଛି । ଏକ ସ୍ୱତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଏମ୍ସରୁ ତାଙ୍କ ମରଶରୀରକୁ ଭୁବନେଶ୍ୱର ଅଣାଯାଇଛି । ସୋମବାର ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ…