ତାଜା ଖବର ରାଜ୍ୟ Ashram School Headmaster Arrested in Mayurbhanj: ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ; ଆଶ୍ରମ ବିଦ୍ୟାଳୟର ପ୍ରଧାନଶିକ୍ଷକ ଗିରଫ October 13, 2026 Papirani ଗୁରୁ-ଶିଷ୍ୟର ପବିତ୍ର ସମ୍ପର୍କରେ ପୁଣି ଲାଗିଛି କଳଙ୍କ। ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଜଣେ ଆଶ୍ରମ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କୁ ଗିରଫ କରିଛି ପୋଲିସ। ଏଭଳି ଏକ ସମ୍ବେଦନଶୀଳ ଘଟଣା ମୟୂରଭଞ୍ଜ ଜିଲ୍ଲା ରରୁଆଁ ଥାନା ଅଞ୍ଚଳରେ ଘଟିଥିବା ଜଣାପଡ଼ିଛି। ମିଳିଥିବା…