Tag: Ashwini Vaishnab

ରଥଯାତ୍ରା ପାଇଁ ଗଡ଼ିବ ୩୧୫ ସ୍ବତନ୍ତ୍ର ଟ୍ରେନ୍‌: ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଚଳିତବର୍ଷ ଜୁଲାଇ ୭ରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ପ୍ରତିବର୍ଷ ରଥଯାତ୍ରା ପାଇଁ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ୩୧୫ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରିବ ବୋଲି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି।…

ମହାପ୍ରଭୁଙ୍କ ଦର୍ଶନ କଲେ ଦୁଇ କେନ୍ଦ୍ରମନ୍ତ୍ରୀ

ପୁରୀରେ ପହଂଚିଲେ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ ଓ ଅଶ୍ବିନୀ ବୈଷ୍ଣବ। ୧୧ଟାରେ କେନ୍ଦ୍ରମନ୍ତ୍ରୀ ପୁରୀରେ ପହଞ୍ଚିଥିଲେ ଦୁଇ କେନ୍ଦ୍ରମନ୍ତ୍ରୀ। ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ । କଡା ସୁରକ୍ଷା ବଳୟ ମଧ୍ଯରେ ଶ୍ରୀମନ୍ଦିରକୁ ସ୍ବାଗତ କରାଯାଇଛି । ଶ୍ରୀମନ୍ଦିରରେ…

ବିଭାଗ ମିଳିବା ପରେ କାର୍ଯ୍ୟ ଆରମ୍ଭ କଲେ ଅଶ୍ୱିନୀ

ନୂଆଦିଲ୍ଲୀ (ଏଜେନ୍ସୀ): ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ପଦର ଶପଥ ନେବା ପରେ ନରେନ୍ଦ୍ର ମୋଦୀ ସୋମବାର ସନ୍ଧ୍ୟାରେ ମନ୍ତ୍ରୀମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ କରିଥିଲେ । ନିଜର ପୁରୁଖାଙ୍କ ଉପରେ ଅଧିକ ଭରସା କରିବା ସହ ତାଙ୍କୁ ଦେଇଛନ୍ତି ଗୁରୁତ୍ୱପୂର୍ଣ୍ଣ…

ବିଭାଗ ମିଳିବା ପରେ କାର୍ଯ୍ୟ ଆରମ୍ଭ କଲେ ଅଶ୍ୱିନୀ ବୈଷ୍ଣବ, ଏସ୍. ଜୟଶଙ୍କର ଓ ସୁରେଶ ଗୋପୀ

ମୋଦୀ କ୍ୟାବିନେଟ୍ ୩.୦ରେ ବିଭାଗ ମିଳିବା ପରେ ବର୍ତ୍ତମାନ ବିଭିନ୍ନ ବିଭାଗର ମନ୍ତ୍ରୀମାନେ ଦାୟିତ୍ବ ଗ୍ରହଣ କରିବା ଆରମ୍ଭ କରିଛନ୍ତି । ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ବୈଦେଶିକ ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିଥିବାବେଳେ, ଅଶ୍ୱିନୀ ବୈଷ୍ଣବ ରେଳମନ୍ତ୍ରୀ ଭାବରେ…

ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଏବଂ ଜୁଏଲ ଓରାମଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

କେନ୍ଦ୍ର କ୍ୟାବିନେଟରେ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବା ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଏବଂ ଜୁଏଲ ଓରାମଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ପଟ୍ଟନାୟକ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି ଦେଶ ପାଇଁ…

ବିଜେଡିକୁ ପାଠ ପଢ଼ାଇଲେ ଅଶ୍ୱିନୀ ବୈଷ୍ଣବ

ବିଜେଡି ଉପରେ ବର୍ଷିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ବିଜେଡି ମିଛ ପଦାରେ ପକାଇଛନ୍ତି ଅଶ୍ୱିନୀ। ସୋସିଆଲ ମିଡିଆ ଏକ୍ସରେ କିଛି ତଥ୍ୟ ପୋଷ୍ଟ କରି ଲେଖିଛନ୍ତି ବିଜେଡି କହୁଛି ଓଡ଼ିଶାରେ ଟେଲି ସଂଯୋଗ ଖରାପ ରହିଛି ହେଲେ ବାସ୍ତବ ସତ…

ପ୍ରଚାର ପାଇଁ ଆଜି ଓଡ଼ିଶା ଆସିବେ ହିମନ୍ତ ବିଶ୍ଵଶର୍ମା ଓ କାଲି ଆସୁଛନ୍ତି ଅମିତ ଶାହା

ଚଳିତ ନିର୍ବାଚନରେ ବିଜେପି ଫୋକସରେ ରହିଛି ଓଡ଼ିଶା । ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଜମୁଛି ପ୍ରଚାର । ନିର୍ବାଚନରେ ପ୍ରଚାର ଓ ନିଜର ସରକାର ଗଠନ ପାଇଁ ଜଣଙ୍କ ପରେ ଜଣେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଓ…

ବାଲେଶ୍ଵରରେ ନିର୍ବାଚନ ପ୍ରଚାର କଲେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ

ଆଜି ବାଲେଶ୍ଵରରେ ନିର୍ବାଚନ ପ୍ରଚାର କରିଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ। କେନ୍ଦ୍ର ରେଳ ମନ୍ତ୍ରୀ ୪ଦିନିଆ ଓଡିଶା ଗସ୍ତରେ ଆସି ବିଜେପି ପ୍ରାର୍ଥୀମାନଙ୍କ ସପକ୍ଷରେ ପ୍ରଚାର କରୁଛନ୍ତି । ଚାଲି ଚାଲି ସଦମହକୁମାର ଏକ ନମ୍ବର ୱାର୍ଡରେ ସେ…

ନିର୍ବାଚନ ପ୍ରଚାର ପାଇଁ ୩ ଦିନିଆ ବାଲେଶ୍ୱର ଗ୍ରସ୍ତରେ ରେଳମନ୍ତ୍ରୀ

ଆଜି ଟ୍ରେନ ଯୋଗେ ଭୁବନେଶ୍ୱରରୁ ବାଲେଶ୍ୱର ଗଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ସେଠାରେ ୩ଦିନ ନିର୍ବାଚନୀ ପ୍ରଚାର କରିବେ । ଟ୍ରେନ୍ ରେ ଗସ୍ତବେଳେ ସେ ଗଣମାଧ୍ୟମକୁ କହିଛନ୍ତି ୨୦୧୪ ପୂର୍ବରୁ ରେଲୱେ ପାଇଁ ଓଡିଶାକୁ ମିଳୁଥିଲା ବର୍ଷକୁ ମାତ୍ର ୮୦୦…

ଆଜି ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ହେମା ମାଳିନୀ

ରାଜ୍ୟରେ ଜମୁଛି ନିର୍ବାଚନ ପ୍ରଚାର। ଓଡ଼ିଶାକୁ ବିଜେପି ଓ କଂଗ୍ରେସ କେନ୍ଦ୍ରୀୟ ନେତାଙ୍କ ଘନ ଘନ ଗସ୍ତ । ଆଜି ପ୍ରଚାର ପାଇଁ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ଡ୍ରିମଗାର୍ଲ ତଥା ସାଂସଦ ହେମା ମାଳିନୀ । ବିଜେପିର ମଥୁରା…