Tag: Ashwini Vaishnab

ଆଜି ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ହେମା ମାଳିନୀ

ରାଜ୍ୟରେ ଜମୁଛି ନିର୍ବାଚନ ପ୍ରଚାର। ଓଡ଼ିଶାକୁ ବିଜେପି ଓ କଂଗ୍ରେସ କେନ୍ଦ୍ରୀୟ ନେତାଙ୍କ ଘନ ଘନ ଗସ୍ତ । ଆଜି ପ୍ରଚାର ପାଇଁ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ଡ୍ରିମଗାର୍ଲ ତଥା ସାଂସଦ ହେମା ମାଳିନୀ । ବିଜେପିର ମଥୁରା…

ଶପଥ ନେଲେ ଓଡ଼ିଶାର ୩ ରାଜ୍ୟସଭା ସାଂସଦ

ଭୁବନେଶ୍ୱର : ରାଜ୍ୟସଭା ସାଂସଦ ଭାବେ ଶପଥ ଗ୍ରହଣ କଲେ ଓଡ଼ିଶାରୁ ୩ ନବନିର୍ବାଚିତ ନେତା । ଅଶ୍ୱିନୀ ବୈଷ୍ଣବ, ଦେବାଶିଷ ସାମନ୍ତରାୟ, ଶୁଭାଶିଷ ଖୁଣ୍ଟିଆ ଶପଥ ନେଲେ । ଓଡ଼ିଆରେ ଶପଥ ନେଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।ଗତ…

ପୁରୀରୁ କୋଣାର୍କ ଚାଲିବ ଟ୍ରେନ; ନୂଆ ରେଳପଥ ଘୋଷଣା କଲେ ଅଶ୍ବିନୀ ବୈଷ୍ଣବ

ପୁରୀ: ରେଳପଥରେ ଯୋଡି ହେବାକୁ ଯାଉଛି ପୁରୀରୁ କୋଣାର୍କ । ପୁରୀ କୋଣାର୍କ ନୂଆ ରେଲୱେ ଲାଇନ ନେଇ ଘୋଷଣା କଲେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ପ୍ରୋଜେକ୍ଟର ଅନୁମୋଦନ ଦେଇଛନ୍ତି ବୋଲି ସୂଚନା ଦେଇଛନ୍ତି…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ଓଡ଼ିଶାର ୩ ରାଜ୍ୟସଭା ପ୍ରାର୍ଥୀ

ଭୁବନେଶ୍ୱର: ରାଜ୍ୟସଭା ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ । ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ଓଡ଼ିଶାର ୩ ରାଜ୍ୟସଭା ପ୍ରାର୍ଥୀ । ଦେବାଶିଷ ସାମନ୍ତରାୟ, ଶୁଭାଶିଷ ଖୁଣ୍ଟିଆ ଓ ଅଶ୍ୱିନୀ ବୈଷ୍ଣବ ନିର୍ବାଚିତ । ପ୍ରତିଦ୍ବନ୍ଦ୍ବୀ ନ ଥିବାରୁ ଆଉ ଭୋଟ୍‌ ଗ୍ରହଣର ଆବଶ୍ୟକତା…

ଜୁଲାଇ-ଅଗଷ୍ଟ ମାସରେ ପୁରୀ-ଅଯୋଧ୍ୟା ଟ୍ରେନ୍‌ ଶୁଭାରମ୍ଭ

ପୁରୀ: ରେଳ ମନ୍ତ୍ରୀଙ୍କ ଘୋଷଣା ପୁରୀରୁ ଅଯୋଧ୍ୟା ଚାଲିବ ସ୍ବତନ୍ତ୍ର ଟ୍ରେନ୍‌ । ଜୁଲାଇ-ଅଗଷ୍ଟ ମାସରେ ପୁରୀ-ଅଯୋଧ୍ୟା ଟ୍ରେନ୍‌ ର ହେବ ଶୁଭାରମ୍ଭ । ଏନେଇ ପୁରୀ ମିଟିଂରେ ଘୋଷଣା କଲେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ସେପଟେ ଆଉ ଏକ…

ରେଳ ବଜେଟରୁ ଓଡ଼ିଶାକୁ ମିଳିବ ୧୦,୫୩୬ କୋଟି: ଅଶ୍ବିନୀ ବୈଷ୍ଣବ

ନୂଆଦିଲ୍ଲୀ: ୟୁପିଏ ସରକାର ଅମଳରେ ରେଳ ବଜେଟରେ ଓଡ଼ିଶା ପରି ଗୁରୁ୍ତ୍ବପୂର୍ଣ୍ଣ ରାଜ୍ୟକୁ କ୍ରମାଗତଭାବେ ଅବହେଳା କରାଯାଉଥିଲା । କିନ୍ତୁ ମୋଦୀ ସରକାର ଅମଳରେ ଓଡ଼ିଶାରେ ଦ୍ରୁତ ଗତିରେ ରେଳ ବିକାଶ କାମ ଆଗେଇ ଚାଲିଛି ବୋଲି ରେଳମନ୍ତ୍ରୀ ଅଶ୍ବୀନି ବୈଷ୍ଣବ…

୩ ଦିନରେ ବଦଳିବ ବାଲେଶ୍ଵର ଷ୍ଟେସନର ନାଁ: ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ

ବାଲେଶ୍ଵର: ବାଲେଶ୍ଵର ଷ୍ଟେସନର ଇଂରାଜୀ ନାଁ ହେବ ସଂଶୋଧନ। BALSORE ନାମ ବଦଳରେ ହେବ BALESWAR। ୩ ଦିନ ମଧ୍ୟର ନାଁ ପରିବର୍ତ୍ତନ କରାଯିବ ବୋଲି ସୂଚନା ଦେଇଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ। ସୂଚନା ଅନୁଯାୟୀ ବାଲେଶ୍ଵର ଜିଲ୍ଲା ମୁଖ୍ୟ…

ବାଲେଶ୍ୱର ଗସ୍ତରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ; ପଢ଼ନ୍ତୁ ସମ୍ପୂର୍ଣ୍ଣ ଖବର

ନୀଳଗିରି : ବାଲେଶ୍ଵର ଜିଲ୍ଲା ନୀଳଗିରି ଆଦିବାସୀ ବହୁଳ ଅଞ୍ଚଳରେ ଅଞ୍ଚଳବାସୀଙ୍କ ସ୍ବପ୍ନ ଆଜି ପୂରଣ ହୋଇଛି । ନୀଳଗିରିକୁ ପାସେଞ୍ଜର ଟ୍ରେନ ଚାଲିବା ନେଇ ବହୁ ଦିନରୁ ଅଞ୍ଚଳବାସୀ ଅପେକ୍ଷା କରିଥିଲେ । ଶନିବାର ଦିନ ନୀଳଗିରି ଗୋପୀନାଥପୁର ଠାରେ…

ଆଜିଠୁ ଦଶପଲ୍ଲାକୁ ଗଡ଼ିଲା ଟ୍ରେନ୍

ଏଣିିକି ରେଳରେ ଯାଇ ହେବ ଦଶପଲ୍ଲା । ରାଜଧାନୀ, ପୁରୀ ଓ ଭଦ୍ରକ ସହ ଯୋଡି ହେଲା ଦଶପଲ୍ଲା । ଆଜି ଦଶପଲ୍ଲା ଷ୍ଟେସନର ଉଦଘାଟନ କଲେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ନବ । ଦଶପଲ୍ଲାକୁ ନିୟମିତ ରେଳ ଚଳାଚଳ ପାଇଁ…