Tag: Ashwini Vaishnaw

Odisha’s first Semiconductor Unit: ଓଡ଼ିଶାର ପ୍ରଥମ ସେମିକଣ୍ଡକ୍ଟର ୟୁନିଟର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟର ପ୍ରଥମ ସେମିକଣ୍ଡକ୍ଟର କେନ୍ଦ୍ରର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।‌ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱରର ଇନଫୋ ଭ୍ୟାଲିରେ ସିକ୍ସେମ୍ (SiCSem) ପ୍ରାଇଭେଟ୍ ଲିମିଟେଡର କମ୍ପାଉଣ୍ଡ୍ ସେମିକଣ୍ଡକ୍ଟର ଫ୍ୟାବ୍ ଏବଂ ATMP ସୁବିଧାର ଭୂମିପୂଜନ…

ମୋବାଇଲ୍ ଡିଭାଇସ୍ ପାଇଁ ଦେଶର ପ୍ରଥମ ଟେମ୍ପର୍ଡ ଗ୍ଲାସ ଉତ୍ପାଦନ ପ୍ଲାଣ୍ଟକୁ ଉଦଘାଟନ କଲେ ଅଶ୍ୱିନୀ ବୈଷ୍ଣବ

କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର ଦିନ ନୋଏଡାରେ ଟେମ୍ପର୍ଡ ଗ୍ଲାସ୍ ଉତ୍ପାଦନ ପ୍ଲାଣ୍ଟକୁ ଉଦଘାଟନ କରିଛନ୍ତି । ଏହା ଭାରତର ପ୍ରଥମ ପ୍ଲାଣ୍ଟ ଯେଉଁଠାରେ ମୋବାଇଲ୍ ଫୋନରେ ବ୍ୟବହୃତ ଟେମ୍ପର୍ଡ ଗ୍ଲାସ୍ ଏବେ ଦେଶରେ…

କଟକ-ନିର୍ଗୁଣ୍ଡି ରେଲୱେ ଫ୍ଲାଏଓଭର ଓ ଚତୁର୍ଥ ରେଲୱେ ଲାଇନ୍‌କୁ ରେଳ ମନ୍ତ୍ରଣାଳୟର ମଞ୍ଜୁରୀ

୮୦୨.୯ କୋଟି ମୂଲ୍ୟରେ ୧୫.୯୯ କିଲୋମିଟର ବିଶିଷ୍ଟ କଟକ-ନିର୍ଗୁଣ୍ଡି ଚତୁର୍ଥ ରେଳ ଲାଇନ ଏବଂ ନିର୍ଗୁଣ୍ଡି ଠାରେ ଏକ ରେଳ ଫ୍ଲାଏଓଭରକୁ ରେଳ ମନ୍ତ୍ରାଳୟ ପକ୍ଷରୁ ମଞ୍ଜୁରୀ ମିଳିଛି । ଏ ନେଇ ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଆଜି ଘୋଷଣା କରିଛନ୍ତି…

ଜାତିଭିତ୍ତିକ ଜନଗଣନାକୁ ମିଳିଲା ଅନୁମତି 

ଆସନ୍ତା ଜନଗଣନାରେ ଜାତିଭିତ୍ତିକ ଜନଗଣନାକୁ ସାମିଲ୍ କରାଯିବ । ବୁଧବାର କ୍ୟାବିନେଟ ବୈଠକ ପରେ ଜାତିଭିତ୍ତିକ ଜନଗଣନାକୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର ।କେନ୍ଦ୍ରୀୟ ମନ୍ତ୍ରିମଣ୍ଡଳର ରାଜନୈତିକ ବ୍ୟାପାର ସମିତି (CCPA) ଏହି ନିଷ୍ପତ୍ତିକୁ ଅନୁମୋଦନ ଦେଇଛି। ୨୦୨୫ରୁ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଚିଠି

ଯାଜପୁର-ଧାମରା ପୋର୍ଟ ରେଳ ଲାଇନ୍ କାର୍ଯ୍ୟକ୍ଷମ ପାଇଁ କେନ୍ଦ୍ର ରେଳ ଯୋଗାଯୋଗ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଚିଠି ଲେଖିଛନ୍ତି । ପ୍ରାଥମିକତା ଭିତ୍ତିରେ ରେଳ ଲାଇନ୍ ପ୍ରକଳ୍ପ ସାରିବାକୁ ରାଜ୍ୟ ସରକାର ଦାବି କରିଛନ୍ତି । ରେଳ…

ପୁରୀ-କୋଣାର୍କ ରେଳପଥ ନିର୍ମାଣ ପାଇଁ ଚାଲିଛି ଜମି ଅଧିଗ୍ରହଣ; ଖୁବଶୀଘ୍ର ସରିବ ପୁରୀ ରେଳଷ୍ଟେସନ କାର୍ଯ୍ୟ: ରେଳମନ୍ତ୍ରୀ

ପୁରୀ ଗସ୍ତରେ ଯାଇ, ପୁରୀ ରେଳ ଷ୍ଟେସନ ପୁନଃନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସମୀକ୍ଷା କରି ଅବଶିଷ୍ଟ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ପୁରୀରୁ କୋଣାର୍କ ମଧ୍ୟରେ ନୂତନ ରେଳପଥ ସଂଯୋଗ…

ଓଡ଼ିଶାର ୨ ଟି ରେଳ ପ୍ରକଳ୍ପ ସମେତ ୪ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି, ରେଳ ମନ୍ତ୍ରଣାଳୟର ୪ଟି ପ୍ରକଳ୍ପକୁ ଅନୁମୋଦନ କରିଛି, ଯାହାର ମୋଟ ମୂଲ୍ୟ ପ୍ରାୟ ୧୮, ୬୫୮ କୋଟି ଟଙ୍କା । ତିନୋଟି ରାଜ୍ୟ – ମହାରାଷ୍ଟ୍ର, ଓଡ଼ିଶା ଏବଂ…

ମହାକୁମ୍ଭ ୨୦୨୫: ୪୨ ଦିନରେ ୧୫,୦୦୦ ରୁ ଅଧିକ ଟ୍ରେନ୍ ପରିଚାଳନା କରି ରେକର୍ଡ କଲା ଭାରତୀୟ ରେଳ

ମାତ୍ର ୪୨ ଦିନରେ ୧୫,୦୦୦ ରୁ ଅଧିକ ଟ୍ରେନ୍ ପରିଚାଳନା କରି ଭାରତୀୟ ରେଳବାଇ ଚଳିତ ମହାକୁମ୍ଭ ୨୦୨୫ ରେ ଏକ ଉଲ୍ଲେଖନୀୟ ରେକର୍ଡ ସୃଷ୍ଟି କରିଛି ଯାହା ପ୍ରାରମ୍ଭିକ ଲକ୍ଷ୍ୟ ୧୩,୫୦୦ ଟ୍ରେନ୍ ଅପେକ୍ଷା ବହୁତ ଅଧିକ । ଏହି…

ଓଡ଼ିଶାରେ ରେଳ ପ୍ରକଳ୍ପର ତ୍ୱରିତ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ଓ ରେଳମନ୍ତ୍ରୀ ଙ୍କ ଆଲୋଚନା

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦିଲ୍ଲୀ ଗସ୍ତରେ ଥିବା ସମୟରେ ଗତକାଲି କେନ୍ଦ୍ର ରେଳ ଯୋଗାଯୋଗ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ଆଲୋଚନା କରି ଓଡ଼ିଶାର ରେଳ ଭିତ୍ତିଭୂମିର ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ । ବିଭିନ୍ନ ନୂଆ ପ୍ରକଳ୍ପ ସହିତ ମଞ୍ଜୁର…

ଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଲେ ଓପନ୍‌ ଏଆଇର ସିଇଓ ସାମ୍ ଅଲ୍ଟମ୍ୟାନ୍

ଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଲେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଶ୍ୱବ୍ୟାପୀ ନାଁ କମାଇଥିବା ଓପନ୍‌ ଏଆଇର ସିଇଓ ସାମ୍ ଅଲ୍ଟମ୍ୟାନ୍। ଏହି ସାକ୍ଷାତକାର ଜରିଆରେ ଭାରତରେ ଏଆଇ ଅବିବୃଦ୍ଧି, ଓପନ୍‌ ଏଆଇ ର ସମ୍ଭାବନା ଏବଂ ଭାରତରେ ଏଆଇ…