Tag: Ashwini Vaishnaw

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର; ଅଷ୍ଟମ ବେତନ କମିଶନକୁ କ୍ୟାବିନେଟ ଅନୁମୋଦନ

୨୦୨୫ ବଜେଟ୍ ପୂର୍ବରୁ ନୂତନ ବର୍ଷରେ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଉପହାର ଦେଇଛନ୍ତି କେନ୍ଦ୍ର ସରକାର । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଅଷ୍ଟମ ବେତନ ଆୟୋଗକୁ ଅନୁମୋଦନ ମିଳିଛି ।…

ଓଡ଼ିଶା ହେବ ଆଇଟି ହବ୍, ସୂଚନା ଦେଲେ ଅଶ୍ୱିନୀ ବୈଷ୍ଣବ

କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ ତଥା ଇଲେକ୍ଟ୍ରୋନିକ୍ସ ଓ ଆଇ.ଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ଉଭୟଙ୍କ ମଧ୍ୟରେ ଓଡିଶାରେ ରେଳ ଯୋଗାଯୋଗ…

ସୋସିଆଲ ମିଡିଆରେ ଅଶ୍ଳୀଳ କଣ୍ଟେଣ୍ଟ ରୋକିବା ପାଇଁ ଦରକାର କଠୋର ଆଇନ୍ : ଅଶ୍ବିନୀ

କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ବୁଧବାର କହିଛନ୍ତି ଯେ ସୋସିଆଲ୍ ମିଡିଆରେ ଅଶ୍ଳୀଳ କଣ୍ଟେଣ୍ଟ ରୋକିବା ପାଇଁ ଦରକାର କଡ଼ା ଆଇନ୍ । ଯେଉଁ ଦେଶରୁ ଏଭଳି କଣ୍ଟେଣ୍ଟ ଅର୍ଥାତ୍ ଅଶ୍ଳୀଳ ବିଷ‌ୟବସ୍ତୁ ଆସୁଛି, ତାହା ଆମ…

ଓଡ଼ିଶାରେ ଚାଲିବ ୩ ଟି ନୂତନ ବନ୍ଦେ ଭାରତ ; ଶୁଭାରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ କେନ୍ଦ୍ର ରେଳ ମନ୍ତ୍ରୀ 

ପୂର୍ବ ତଟ ରେଳବାଇର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ ଆଜି ବିଧାନସଭା କାର୍ଯ୍ୟାଳୟ ପ୍ରକୋଷ୍ଠଠାରେ କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଗାମୀ ୧୫ ତାରିଖରେ ଯଶସ୍ବୀ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ହେଉଥିବା ବନ୍ଦେ ଭାରତ…

ମୋଦି ୩.୦: ଓଡ଼ିଶାରୁ ସ୍ଥାନ ପାଇଲେ ୩ ମନ୍ତ୍ରୀ

ଦେଶର ପ୍ରଧାନମନ୍ତ୍ରୀ ଭାବରେ ପୁଣି ଥରେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି। ରାଷ୍ଟ୍ରପତି ଭବନରେ ଭବ୍ୟ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ…

ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଓଡ଼ିଶାରୁ ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ପ୍ରାର୍ଥୀପତ୍ର ଦାଖଲ ବେଳେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ ବିଜେପିର ଅନେକ ବିଧାୟକ ତଥା ବରିଷ୍ଠ ନେତା ମଧ୍ୟ ଉପସ୍ଥିତ ରହିଥିଲେ। ଅଶ୍ୱିନୀଙ୍କୁ ବିଜେପି ରାଜ୍ୟସଭା…

ରାଜ୍ୟ ହିତରେ ଅଶ୍ବିନୀ ବୈଷ୍ଣବଙ୍କୁ ସମର୍ଥନ: ନବୀନ ପଟ୍ଟନାୟକ

ପୂର୍ବ ନିର୍ଦ୍ଧାରିତ ନିଷ୍ପତ୍ତି ଅନୁସାରେ ବିଜୁ ଜନତା ଦଳ ସଭାପତି ତଥା ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପିର ରାଜ୍ୟ ସଭା ପ୍ରାର୍ଥୀ ଅଶ୍ବିନୀ ବୈଷ୍ଣବଙ୍କୁ ସମର୍ଥନ ଜଣାଇଛନ୍ତି । ରାଜ୍ୟର ରେଳ ତଥା ଦୂରସଂଚାର କ୍ଷେତ୍ରରେ ସର୍ବାଙ୍ଗୀନ ଉନ୍ନତି ଓ…

ଅଶ୍ବିନୀ ବୈଷ୍ଣବ ହେଲେ ଓଡ଼ିଶାରୁ ରାଜ୍ୟ ସଭା ପ୍ରାର୍ଥୀ

ନିର୍ଭୟର ଆକଳନ ସତ୍ୟ ହେଲା । ସମସ୍ତ କଳ୍ପନା ଜଳ୍ପନା ର ଅନ୍ତ ଘଟିଲା । କେନ୍ଦ୍ରୀୟ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ହେଲେ ଓଡ଼ିଶାରୁ ବିଜେପି ର ରାଜ୍ୟ ସଭା ପ୍ରାର୍ଥୀ । ଯଦିଓ ଓଡ଼ିଶାରେ ବିଜେପିର ସଂଖ୍ୟା ନାହିଁ,…

ଓଡ଼ିଶାରୁ ତୃତୀୟ ରାଜ୍ୟ ସଭା ଆସନର ପ୍ରାର୍ଥୀ ହେବେ ଅଶ୍ବିନୀ ବୈଷ୍ଣବ!

ମିଳିଥିବା ସୂଚନା ଅନୁସାରେ କେନ୍ଦ୍ରୀୟ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ପୁଣି ଥରେ ଓଡ଼ିଶାରୁ ରାଜ୍ୟ ସଭା ପ୍ରାର୍ଥୀ ହେବେ । ପୂର୍ବରୁ ବିଜୁ ଜନତା ଦଳ ପକ୍ଷରୁ ଦୁଇଟି ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରି ସାରିଥିବା ବେଳେ ତୃତୀୟ…