Tag: Aspirational Blocks Programme

ଆକାଂକ୍ଷୀ ବ୍ଲକ ଯୋଜନାରେ ସାମିଲ ହେଲା ଓଡ଼ିଶାର ୧୧ଟି ନୂତନ ବ୍ଲକ

ଓଡ଼ିଶାର ୧୧ଟି ନୂଆ ବ୍ଲକ ନୀତି ଆୟୋଗ ଦ୍ୱାରା ଆକାଂକ୍ଷୀ ବ୍ଲକ ଯୋଜନାରେ ସାମିଲ ହୋଇଛି । କେନ୍ଦୁଝର ଜିଲ୍ଲାର ୫ଟି ବ୍ଲକ ଓ ମୟୂରଭଞ୍ଜ ଜିଲ୍ଲାର ୬ଟି ନୂଆ ବ୍ଲକ ସାମିଲ ହୋଇଛି । ଏହାଦ୍ୱାରା ବର୍ତ୍ତମାନ ଓଡ଼ିଶାର ସମୁଦାୟ…